Latest Odisha News

BREAKING NEWS

ବିଶାଳ ଦାସଙ୍କ ପିଏଙ୍କ ଘରେ ଆଇଟି ଟିମର ଛାନଭିନ୍

ଝାରସୁଗୁଡା: ବିଶାଳ ଦାସଙ୍କ ପିଏଙ୍କ ଘରେ ଆୟକର ବିଭାଗର ଚଢାଉ । ଦିବଙ୍ଗତ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ପ୍ରାର୍ଥୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କ ପିଏଙ୍କ ଘରେ ଆଜି ଚଢ଼ାଉ କରିଛି ଆୟକର ବିଭାଗ। ବିଶାଳ ଦାସଙ୍କ ପିଏ ବା ବ୍ୟକ୍ତିଗତ ସହକାରୀ ଆଶିଷ…

ଦ୍ବିତୀୟ ପର୍ଯ୍ୟାୟ ଭୋଟିଂରେ ଅସହ୍ୟ ତାତି, ଜାରି ହେଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ସକାଳୁ ସକାଳୁ ଜଳିଲାଣି ଭୁବନେଶ୍ବର । ଦିନ ସାଢେ ୮ ଟା ସୁଦ୍ଧା ୩୪ ଡିଗ୍ରୀ ଡେଇଁଲା ତାପମାତ୍ରା ।  ବାୟୁମଣ୍ଡଳରେ ଆର୍ଦ୍ରତା ୬୭ ପ୍ରତିଶତ ଥିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ମଧ୍ୟ ଅନୁଭୂତ ହେଉଛି । ରାଜ୍ୟରେ ପୁଣି ଫେରିଛି ଗ୍ରୀଷ୍ମ ପ୍ରବହ । ଆଜି ସକାଳୁ ସକାଳୁ ଦିନ ସାଢେ…

ଗାଈକୁ ଧକ୍କା ଦେଇ ଦୋକାନ ଭିତରେ ପଶିଗଲା ସ୍କର୍ପିଓ, ଅଳ୍ପକେ ବର୍ତ୍ତିଲା ୫ ଜୀବନ

କଳାହାଣ୍ଡି: ଗାଇକୁ ଧକ୍କା ଦେଇ ମାର୍କେଟ ଭିତରକୁ ପଶି ଗଲା ସ୍କର୍ପିଓ । ଅଳ୍ପକେ ବର୍ତ୍ତିଲେ ୫ଜଣ ଯାତ୍ରୀ । କଳାହାଣ୍ଡି ଧର୍ମଗଡ଼ ସହରରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଗୋଟିଏ ଗାଈର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଯାତ୍ରୀ ଅଳ୍ପକେ ଆହତ ହୋଇଛନ୍ତି । ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ…

ନବ ଦାସଙ୍କ ପୁଅଙ୍କୁ ୪ ଘଣ୍ଟା ଜେରା କଲା ଆୟକର ବିଭାଗ

ଭୁବନେଶ୍ୱର: ସ୍ବର୍ଗତ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ପ୍ରାର୍ଥିନୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କୁ ଜେରା କରିଛି ଆୟକର ବିଭାଗ । ଶୁକ୍ରବାର ବିଶାଳଙ୍କୁ ଝାରସୁଗୁଡାର ଏକ ଘରୋଇ ହୋଟେଲକୁ ଡାକି ଦୀର୍ଘ ୪ ଘଣ୍ଟା ଧରି ଜେରା କରିଥିବା ଜଣାପଡ଼ିଛି । ତେବେ କେଉଁ କାରଣରୁ ଏହି…

କାନ୍ସ ଫିଲ୍ମ ଫେଷ୍ଟିଭାଲ: ଦ୍ବିତୀୟ ଦିନରେ ଷ୍ଟାଇଲିସ୍ ଡ୍ରେସ ପିନ୍ଧି ଚର୍ଚ୍ଚାରେ ନୀଳ ନୟନା

ମୁମ୍ବାଇ: ଚାଲିଥିବା କାନ୍ସ ଫିଲ୍ମ ଫେଷ୍ଟିଭାଲରେ ପ୍ରଥମ ଦିନର ଲୁକ୍ ସହିତ ଐଶ୍ୱର୍ଯ୍ୟା ରାୟ ଅନେକ ଲାଇମଲାଇଟ୍ ହାସଲ କରିଥିବାବେଳେ ବର୍ତ୍ତମାନ ଅଭିନେତ୍ରୀଙ୍କ ଦ୍ୱିତୀୟ ଦିନର ଲୁକ୍ ମଧ୍ୟ ଚର୍ଚ୍ଚାରେ ରହିଛି । କେବଳ ସୌନ୍ଦର୍ଯ୍ୟ ପାଇଁ ନୁହେଁ ବରଂ ଫ୍ୟାଶନ ସେନ୍ସ ପାଇଁ ସାରା ବିଶ୍ୱରେ…

ଫୁଲ ମାଳ ପକାଇବା ନାଁରେ କହ୍ନୈୟା କୁମାରଙ୍କୁ ମାଡ଼, ଭିଡିଓ ଭାଇରାଲ

ନୂଆଦିଲ୍ଲୀ: ଉତ୍ତର ପୂର୍ବ ଦିଲ୍ଲୀରେ କଂଗ୍ରେସର ଲୋକସଭା ପ୍ରାର୍ଥୀ କହ୍ନୈୟା କୁମାର ର କରୁଥିବା ବେଳେ ତାଙ୍କ ଉପରକୁ ଆକ୍ରମଣ ହୋଇଛି । କହ୍ନୈୟାଙ୍କୁ ଫୁଲ ମାଳ ପିନ୍ଧାଇବା ନାଁରେ ପାଖକୁ ଆସି ତାଙ୍କୁ ମାଡ଼ ମାରି କାଳି ଫିଙ୍ଗିଛନ୍ତି । ଯାହାର ଭିଡିଓ ଭାଇରାଲ ହେବାରେ ଲାଗିଛି । ଏହା ସହିତ…

ଦ୍ୱିତୀୟ ପର୍ଯ୍ୟାୟ ମତଦାନ: ଆଜି ଶେଷ ହେଉଛି ପ୍ରଚାର

ଭୁବନେଶ୍ବର: ଆସନ୍ତା ୨୦ ଅର୍ଥାତ୍ ସୋମବାର ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ସେନେଇ ଆଜି ସରୁଛି ପ୍ରଚାର । ତିନି ପ୍ରମୁଖ ରାଜନୈତିକ ଦଳ ୫ ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୩୫ ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରୁଥିବାବେଳେ ଆଜି ସଂଧ୍ୟାରେ ଏହା ଶେଷ ହେବ । ଶେଷ ଦିନରେ…

ଟୁରିଷ୍ଟ ବସ୍‌ରେ ନିଆଁ ଲାଗି ୮ ମୃତ, ୨୪ ଆହତ

ଚଣ୍ଡିଗଡ: ଟୁରିଷ୍ଟ ବସ୍‌ରେ ଲାଗିଲା ନିଆଁ । ଜିଅନ୍ତା ଜଳିଗଲେ ୮ ଯାତ୍ରୀ । ୬୦ ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ଏକ ଟୁରିଷ୍ଟ ବସରେ ନୁହ ନିକଟରେ ନିଆଁ ଲାଗିଥିଲା । ଘଟଣାରେ ୮ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୨ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ତୁରନ୍ତ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ…

ଆଜି ଆନ୍ତର୍ଜାତିକ ସଂଗ୍ରହାଳୟ ଦିବସ, କାହିଁକି ପାଳିତ ହୁଏ ଏହି ଦିବସ

ନୂଆଦିଲ୍ଲୀ: ଇତିହାସ ବିଷୟରେ ଜାଣିବା ପାଇଁ ସବୁଠାରୁ ଉତ୍ତମ ମାଧ୍ୟମ ହେଉଛି ସଂଗ୍ରହାଳୟ । ଏହା ମାଧ୍ୟମରେ ହିଁ ଆଜିର ଏବଂ ଭବିଷ୍ୟତର ପିଢି ମାନେ ଆମର ଇତିହାସ ବିଷୟରେ ଜାଣିପାରିବେ । ଆଜି ୧୮ ମେ’ ଅର୍ଥାତ୍ ଆନ୍ତର୍ଜାତୀୟ ସଂଗ୍ରହାଳୟ ଦିବସ । ତେବେ ଚଳିତବର୍ଷ ଆନ୍ତର୍ଜାତୀୟ ସଂଗ୍ରହାଳୟ…

ଖରାଦିନେ ଆମ୍ବ ଖାଆନ୍ତୁ, ସୁସ୍ଥ ରୁହନ୍ତୁ

ଭୁବନେଶ୍ଵର: ଆମ୍ବ ଖାଇବାକୁ କାହାକୁ ବା ପସନ୍ଦ ଆସି ନ ଥାଏ । ବିଶେଷକରି ଖରାଦିନେ ରସାଳ ଆମ୍ବ ଖାଇବାର ମଜା ଅଲଗା । ଆମ୍ବକୁ କୁହାଯାଏ ଫଳ ଭିତରେ ରାଜା। ଆଉ ଏବେ ଚାଲିଛି ଆମ୍ବ ଋତୁ। ବଜାରରେ ଭଳି କି ଭଳି ଆମ୍ବର ପସରା ମେଲିଛି। ଆମ୍ବରେ ପ୍ରଚୁର ମାତ୍ରାରେ ପୋଷକ ତତ୍ତ୍ୱ ରହିଛି। ଭିଟାମିନ ଏ,…