ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ’ରେ ନାଁ ଲୋକ ଥିଲେ, ନାଁ ଦଳୀୟ ନେତା’; ଅପରାଜିତା
ଭୁବନେଶ୍ବର: ‘ମୁଖ୍ୟମନ୍ତ୍ରୀଙ୍କ ସହ ସାଂସଦ ପ୍ରାର୍ଥୀ କି ବିଧାୟକ ପ୍ରାର୍ଥୀ ବି ନଥିଲେ । ବଡ଼ବାବୁ ହେବାକୁ ନିଷ୍ଫଳ ପ୍ରୟାସ କରୁଥିବା ସାନ ବାବୁ କେବଳ ଥିଲେ । ନିଜ ଦଳର ପ୍ରାର୍ଥୀଙ୍କୁ ସାଙ୍ଗରେ ନନେଇ ମୁଖ୍ୟମନ୍ତ୍ରୀ ରୋଡ୍ ସୋ କଲେ । ଏହାର ଅର୍ଥ ନିଜ ଦଳର ପ୍ରାର୍ଥୀଙ୍କ ଉପରେ…