ଜୀବନପ୍ରତି ବିପଦ ଥିବା ଦର୍ଶାଇ ସୁରକ୍ଷା ଲୋଡିବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ପ୍ରଦୀପ ପାଣିଗ୍ରାହୀ
ଭୁୁବନେଶ୍ୱର: ବ୍ରହ୍ମପୁରରୁ ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ପ୍ରଧାନମନ୍ତ୍ରୀଙ୍କୁ ନିଜ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ସୁରକ୍ଷା ମାଗିଛନ୍ତି। ନିକଟରେ ସେ ଆକ୍ରମଣର ଶିକାର ହୋଇଥିଲେ। ଏହାପରେ ସୁରକ୍ଷା ପାଇଁ ପ୍ରଧାନମନ୍ତ୍ରୀଙ୍କ ନିକଟକୁ ଚିଠି ଲେଖିଛନ୍ତି। ପ୍ରଦୀପ…