‘ବିଜେପି ସରକାର ଆସିଲେ ସ୍ଥାନୀୟ ନିଯୁକ୍ତିକୁ ଅଗ୍ରାଧିକାର ଦିଆଯିବ’
ଭୁବନେଶ୍ବର: ଆଜି ଅର୍ଥାତ ଗୁରୁବାର କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଫଗନ ସିଂ ଭୁବନେଶ୍ବରରେ ଏକ ପ୍ରେସମିଟ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ଓଡ଼ିଶାରେ ମିଳିମିଶି ସରକାର ବଦଳାଇବାକୁ କେନ୍ଦ୍ରମନ୍ତ୍ରୀଙ୍କ ଆହ୍ବାନ । 'ବିଜେପି ସରକାର ଆସିଲେ ସ୍ଥାନୀୟ ନିଯୁକ୍ତିକୁ ଅଗ୍ରାଧିକାର…