ନିର୍ବାଚନ ଡ୍ୟୁଟି ସାରି ଫେରୁଥିଲେ ଶିକ୍ଷକ, ଦୁର୍ଘଟଣାରେ ଚାଲିଗଲା ଜୀବନ
ମାଲକାନଗିରି: ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବେଳେ ଦୁର୍ଘଟଣାରେ ଶିକ୍ଷକଙ୍କ ମୃତ୍ୟୁ । ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ତମଗୁଡା ଠାରେ ଶିକ୍ଷକଙ୍କ ବାଇକୁ ବସ୍ ଧକ୍କା ଦେଇଥିଲା । ଘଟଣାସ୍ଥଳରୁ ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ମାଥିଲି ସବଡିଭିଜନ ମେଡିକାଲକୁ ନେଇଥିଲେ ।…