ରାଜ୍ୟରେ ଦିନ ୩ଟା ସୁଦ୍ଧା ୫୨.୯୧ ପ୍ରତିଶତ ମତଦାନ
ଭୁବନେଶ୍ବର: ରାଜ୍ୟରେ ଚାଲିଛି ପ୍ରଥମ ପ୍ରର୍ଯ୍ୟାୟ ମତଦାନ । ଭୋଟ୍ ଦେଇ ନିଜର ମତ ସାବ୍ୟସ୍ତ କରୁଛନ୍ତି ଲୋକେ । ତେବେ ଅପରାହ୍ନ ୩ଟା ସୁଦ୍ଧା ୫୨.୯୧ ପ୍ରତିଶତ ମତଦାନ ହୋଇଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ।
ସେଥିମଧ୍ୟରୁ ସର୍ବାଧିକ…