ପୋଲିସ ପାଟ୍ରୋଲିଂ ବେଳେ ୧୭ ଲକ୍ଷ ଟଙ୍କାର ଡ୍ରଗ୍ସ ଜବତ, ୨ ଗିରଫ
ବାରିପଦା: ଆସନ୍ତାକାଲି ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଭୋଟ ଥିବା ବେଳେ ରାଜ୍ୟରେ ଚାଲିଛି ବେଆଇନ କାରବାର। ରାଜ୍ୟରେ ଯୁଗ୍ମ ନିର୍ବାଚନ ପୂର୍ବରୁ ବେଆଇନ କାର୍ଯ୍ୟକଳାପ ଉପରେ ଚାଲିଥିବା କଟକଣା ସମୟରେ ବାରିପଦାଠାରେ ଧରାପଡିଛନ୍ତି ଡ୍ରଗ୍ସ ବେପାରୀ। ଉକ୍ତ ଘଟଣାରେ ଦୁଇ ଜଣଙ୍କୁ ଗିରଫ…