‘ଓଡ଼ିଶାରେ ସରକାର ପୂରା ଆଉଟ ସୋର୍ସ ହୋଇଯାଇଛି, ମୁଖ୍ୟମନ୍ତ୍ରୀଙ୍କ ଉପରେ ଜଣେ ସୁପର ସିଏମ୍ ହୋଇଗଲେଣି’
ବରଗଡ଼: କନ୍ଧମାଳ ଓ ବଲାଙ୍ଗୀର ପରେ ଏବେ ବରଗଡ଼ରେ ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେଠାରେ ସେ ବିଶାଳ ଜନସଭାକୁ ସମ୍ବୋଧନ କରିଛନ୍ତି । ଉକ୍ତ ସଭାରୁ ସିଧାସଳଖ ନବୀନ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଓଡିଶାରୁ ଗରିବୀ…