ଜିନିଷ କିଣିବା ବାହାନାରେ ଦୋକାନରୁ ଲୁଟିନେଲେ ନଗଦ ଟଙ୍କା, ସିସିଟିଭିରେ କଏଦ ହେଲା ଦୃଶ୍ୟ
ଭୁବନେଶ୍ୱର: ରାଜଧାନୀ ବରଗଡ଼ ଥାନା ଅନ୍ତର୍ଗତ ଲୁଇସ୍ ରୋଡରେ ଥିବା ଏକ ପୋଷାକ ଦୋକାନରେ କଳାକନା ବୁଲାଇ ଦେଲେ ଲୁଟେରା। କାଉଣ୍ଟର ଡ୍ର ଖୋଲା ରହିଥିବା ଦେଖି ସେଥିରେ ଥିବା ଟଙ୍କା ବିଡ଼ା ନେଇ ଚମ୍ପଟ ମାରିଲେ ଦମ୍ପତି। ଏହି ଦମ୍ପତି ୧୦,୯୦୦ ଟଙ୍କା ଲୁଟ୍ କରିଥିବା ଅଭିଯୋଗ କରିଛନ୍ ଦୋକାନୀ।…