Latest Odisha News

BREAKING NEWS

ମୋଦୀଙ୍କ ବକ୍ତବ୍ୟକୁ ପାଣ୍ଡିଆନଙ୍କ କଡା ଜବାବ, ଓଡ଼ିଶାବାସୀଙ୍କୁ ଭୁଆଁ ବୁଲାଉଛି ବିଜେପି

ଭବାନୀପାଟଣା: ବ୍ରହ୍ମପୁରରେ ମୋଦୀଙ୍କ ବକ୍ତବ୍ୟ ଉପରେ କଡା ଜବାବ ଦେଇଛନ୍ତି ବିଜେଡି ପ୍ରମୁଖ ରଣନୀତିକାର ଭି. କେ ପାଣ୍ଡିଆନ୍ । ‘ଓଡିଶାବାସୀଙ୍କ ଆର୍ଶୀବାଦରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇତିହାସ ରଚିବେ । ଜୁନ୍ ୯ରେ ୧୧ ଟା ୩୦ରୁ ୧ ଟା ୩୦ ଭିତରେ ପୁଣି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ…

ଇଡିର ଗିରଫଦାରୀକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ହେମନ୍ତ ସୋରେନ୍‌

ରାଞ୍ଚି: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଛନ୍ତି। ଝାଡଖଣ୍ଡ ହାଇକୋର୍ଟରେ ତାଙ୍କ ଜାମିନ ଆବେଦନ ଖାରଜ ହେବା ପରେ ସେ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ମନିଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ସୋରେନ ତାଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ…

ଭୁବନେଶ୍ବରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର

ଭୁବନେଶ୍ବର: ଭୁବନେଶ୍ବରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିମାନ । କାଳବୈଶାଖୀ ପବନ ଯୋଗୁ ଭୁବନେଶ୍ବରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ  ବିମାନ। ପରେ ଭୁବନେଶ୍ବରରେ ଓହ୍ଲାଇ ନ ପାରି ଝାରସୁଗୁଡା ଫେରିଲା ହେଲିକପ୍ଟର । ପାଗ ବଦଳିବା ପରେ ଝାରସୁଗୁଡାରୁ…

ଭାରତ-ପାକିସ୍ତାନ ମ୍ୟାଚ୍ ପାଇଁ କୃତ୍ରିମ ପିଚ୍ ?

ଭୁବନେଶ୍ବର : ପିଚ୍ ତ ପିଚ୍। ସେଥିରେ ପୁଣି କୃତ୍ରିମ ପିଚ୍ କଣ? ଆଇପିଏଲର ୨୦୨୪ ସଂସ୍କରଣ ପରେ ଆମେରିକା ଓ ୱେଷ୍ଟଇଣ୍ଡିଜର ମିଳିତ ଆୟୋଜନରେ ଟି-୨୦ ବିଶ୍ୱକପ୍ ଖେଳାଯିବ । ଆଉ ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। କିନ୍ତୁ ଏହାରି ଭିତରେ ନ୍ୟୁୟର୍କରେ ଯେଉଁ ପିଚ୍ ପ୍ରସ୍ତୁତ କରାଯାଇଛି,…

ତୃତୀୟ ଥର ପାଇଁ ମହାକାଶକୁ ଉଡାଣ ଭରିବେ ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ  

ନୂଆଦିଲ୍ଲୀ: ପୁଣି ଥରେ ମହାକାଶକୁ ଯିବେ ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ  । ଆସନ୍ତାକାଲି କେନେଡ଼ି ସ୍ପେଶ୍ ସେଣ୍ଟରରୁ ମହାକାଶକୁ ତୃତୀୟ ଥର ପାଇଁ ଉଡାଣ ଭରିବେ ନାସା ମହାକାଶଚାରୀ କ୍ୟାପ୍ଟେନ ସୁନୀତା ୱିଲିୟମ୍ସ । ବଚ ୱିଲମୋର ମଧ୍ୟ ତାଙ୍କ ସହ ମହାକାଶ ଯାତ୍ରା କରିବେ । ବୋଇଂର…

ବିଦେଶୀ ମଦ ଚାଲାଣ ବେଳେ ଚଢ଼ଉ, ୩ ଗିରଫ

ବରଗଡ଼: ବରଗଡ଼ ଟାଉନ ପୋଲିସକୁ ମିଳିଲା ବଡ଼ ସଫଳତା। ସ୍ଥାନୀୟ ଗୋରୁ ମାର୍କେଟ ପାଖରେ ଥିବା କୃଷକ ବଜାର ଭିତରେ ଏକ ବୋଲେରୋରୁ ୪୩ ପେଟି ବିଦେଶୀ ମଦ ଚାଲାଣ ହେଉଥିବା ବେଳେ ମାଡ଼ିବସିଲା ପୋଲିସ। ଉକ୍ତ ଘଟଣାରେ ୩ ଜଣଙ୍କୁ ଗିରଫ କରିଛି ପୋଲିସ। ସୂଚନା ଅନୁସାରେ ବରଗଡ଼ କୃଷକ ବଜାର ଭିତରେ ଏକ…

ଘସିପୁରାରୁ ପ୍ରାର୍ଥୀ ପତ୍ର ଦାଖଲ କଲେ ସୌମ୍ୟରଞ୍ଜନ

ଘସିପୁରା: ପ୍ରାର୍ଥୀ ପତ୍ର ଦାଖଲ କଲେ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ । କେନ୍ଦୁଝର ଜିଲା ଘସିପୁରା ନିର୍ବାଚନ ମଣ୍ଡଳୀରୁ ସ୍ଵାଧୀନ ପ୍ରାର୍ଥୀ ଭାବେ ଆଜି(ସୋମବାର) ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ନିଜ ସମର୍ଥକଙ୍କ ସହ ଆନନ୍ଦପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନିଜର…

ଟ୍ୱିନ୍ ସିଟି ସମେତ ଏହି ୭ଟି ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ୩ ଘଣ୍ଟିଆ ସତର୍କତା, ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ୱର: ରାଜ୍ୟରେ ପ୍ରଚଣ୍ତ ରୌଦ୍ୟତାପରେ ଜନଜୀବନ ଆଉଟୁପାଉଟୁ ହେଉଥିବାବେଳେ ଆଗାମୀ ୩ ଘଣ୍ଟାରେ ଟ୍ୱିନ୍ ସିଟି ସମେତ ଏହି ୭ଟି ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ ଜାରି କଲା ପାଣିପାଗ ବିଭାଗ। ଅପରାହ୍ନ ୩ଟାରେ ଜାରି ହୋଇଥିବା ଚେତାବନୀରେ ଆଇଏମଡି କହିଛି ଯେ କାଳବୈଶାଖୀ ପ୍ରଭାବରେ…

କଂ​‌ଗ୍ରେସକୁ ଝଟକା: ଦଳ​‌ ଛାଡ଼ିଲେ ବିଜୟ ଗମାଙ୍ଗୋ, ପ୍ରାଥମିକ ସଦସ୍ୟତାରୁ ଇସ୍ତଫା

ରାୟଗଡ଼ା: ନିର୍ବାଚନ ପୂର୍ବରୁ ରାୟଗଡ଼ା ଜିଲ୍ଲା କଂଗ୍ରେସକୁ ଝଟ୍‌କା। ଦଳ ଛାଡିଲେ ରାୟଗଡା ଜିଲ୍ଲା କଂଗ୍ରେସ ସଭାପତି ବିଜୟ କୁମାର ଗମାଙ୍ଗୋ। ସେ ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ପିସିସି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟି ଅଧ୍ୟକ୍ଷ ତାଙ୍କୁ କୈଫିୟତ…

‘୨୧ ଟି ଆସନରେ ପଦ୍ମ ଫୁଟିବ; ବାହର ଲୋକ ନୁହଁ, ଓଡିଶାର ପୁଅ କିମ୍ବା ଝିଅ ହେବେ ମୁଖ୍ୟମନ୍ତ୍ରୀ’

ନବରଙ୍ଗପୁର: ପ୍ରଥମେ ବ୍ରହ୍ମପୁର ଆଉ ଏବେ ନବରଙ୍ଗପୁରରେ ବିଜୟ ସଂକଳ୍ପ ସମବାବେଶରେ ପହଞ୍ଚି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଥମେ ଓଡିଆରେ ନିଜର ଭାଷଣ ଆରମ୍ଭ କରିଛନ୍ତି । ଏଠାରେ ମଧ୍ୟ ମୋଦି ଶାସକ ଦଳ ଉପରେ ବର୍ଷିଛନ୍ତି । ମୋଦି କହିଛନ୍ତି…