Latest Odisha News

BREAKING NEWS

ବ୍ରହ୍ମପୁରରେ ମୋଦୀଙ୍କ ଅଭିଭାଷଣ; ଜୁନ୍‌ ୪ରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌, ୧୦ରେ ମୁଖ୍ୟମନ୍ତ୍ରୀ ଶପଥ ନେବେ

ବ୍ରହ୍ମପୁର: ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ବ୍ରହ୍ମପୁର କନିଷି ସଭାରେ ପହଞ୍ଚିଛନ୍ତି ମୋଦି । ବ୍ରହ୍ମପୁର କନିଷି ଠାରେ ଆୟୋଜିତ ନିର୍ବାଚନୀ ସଭାରେ ଉଦବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଥମେ ଜୟ ଜଗନ୍ନାଥ ଓ ଜୟ ଶ୍ରୀରାମ କହି ଭାଷଣ ଆରମ୍ଭ କଲେ । କିହିଲେ କାଲି ମୁଁ…

ମନ୍ତ୍ରୀଙ୍କ ସହଯୋଗୀଙ୍କ ଘରେ ଇଡି ରେଡ୍; ମିଳିଲା ଟଙ୍କାର ପାହାଡ, ନୋଟ୍ ଗଣିଗଣି ମେସିନ ହାଲିଆ !

ରାଞ୍ଚି: ନିର୍ବାଚନକୁ ଦୃଷ୍ଟିରେ ରଖି ଦେଶର ବିଭିନ୍ନ ସ୍ଥାନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢାଉ କାର୍ଯ୍ୟ ଜାରି ରହିଛି । ଏହି ପ୍ରରିପେକ୍ଷିରେ ଇଡି ୬ ରୁ ଅଧିକ ସ୍ଥାନରେ ରେଡ୍ କରିଛି । ଯେଉଁଥିରେ ଝାଡଖଣ୍ଡ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଆଲମଗିର ଆଲାମଙ୍କ ବ୍ୟକ୍ତିଗତ…

ଆଜିଠାରୁ ପାଗରେ ପରିବର୍ତ୍ତନ, ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ତାତିରେ କଲବଲ ହେଉଛନ୍ତି ରାଜ୍ୟବାସୀ । ଖରାର ପ୍ରକୋପ ଏତେ ମାତ୍ରାରେ ରହୁଛି ଯେ, ସକାଳ ୮.୩୦ ଟା ପରଠାରୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି । ତେବେ ଏହା ଭିତରେ ଏକ ଆଶ୍ବସ୍ତି କଲାଭଳି ଖବର ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପଇତାଲାଗି ନୀତି; ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପଇତାଲାଗି ନୀତି । ସନ୍ଧ୍ୟା ୬ ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ନୀତି । ଏନେଇ ୪ ଘଣ୍ଟା ଲାଗି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଦୈନଦିନ ଶ୍ରୀଜିଉମାନଙ୍କ ଠାରେ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ନିମନ୍ତେ ମହାପ୍ରଭୁଙ୍କର ପଇତା ଲାଗି…

ଆଜି ପ୍ରକାଶ ପାଇବ ଆଇସିଏସ୍‌ଇ ଦଶମ ଓ ଆଇଏସ୍‌ସି ଦ୍ୱାଦଶ ରେଜଲ୍ଟ

ଭୁବନେଶ୍ୱର: କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକ୍‌ଜାମିନେଶନ୍ସ (ସିଆଇଏସସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ମେ' ୬ ତାରିଖ ଅର୍ଥାତ୍ ଆଜି ଦିନ ୧୧ଟାରେ ପ୍ରକାଶ ପାଇବ । ଏନେଇ ରବିବାର ସିଆଇଏସସିଇ ପକ୍ଷରୁ ସୂଚନା ରହିଛି ।…

ଆଜିଠୁ ଓଜେଇଇ, ମୋଟ ୬୦ଟି କେନ୍ଦ୍ରରେ ପରୀକ୍ଷା ଦେବେ ୬୫,୭୪୨ ଛାତ୍ରଛାତ୍ରୀ

ଭୁବନେଶ୍ବର: ଆଜିଠୁ ଆରମ୍ଭ ହେବାକୁ ଯାଉଛି ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ । ସିବିଟି ମୋଡ୍ ରେ ଅନୁଷ୍ଠିତ ହେବ ପରୀକ୍ଷା । ଏହା ଆସନ୍ତା ୧୦ ତାରିଖ ଯାଏଁ ଚାଲିବ । ପ୍ରତିଦିନ ୩ଟି ସିଫ୍ଟରେ ୨ ଘଣ୍ଟା ବ୍ୟବଧାନରେ ପରୀକ୍ଷା ଅନୁଷ୍ଠିତ ହେବ । ପ୍ରଥମ ସିଫ୍ଟ ୮ଟା ୩୦ ରୁ ୧୦ଟା…

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର: ରାଜଧାନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୟୁପି ଅଯୋଧ୍ୟାରୁ ଆସି ରାଜଧାନୀ ଭୁବନେଶ୍ବରରେ ପହଁଚିଛନ୍ତି ପ୍ରଧାନମନ୍ତ୍ରୀ। ବିିମାନବନ୍ଦରରେ ପହଁଚିବା ପରେ ମୋଦୀଙ୍କୁ ସ୍ବାଗତ କରିଛନ୍ତି, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ବିଜେପି ରାଷ୍ଚ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ…

ବିଜେଡି, କଂଗ୍ରେସ ଛାଡିବା ପରେ ବିଜେପିରେ ସାମିଲ ହେଲେ ଜଜ୍ଞେଶ୍ୱର ବାବୁ

ବଲାଙ୍ଗୀର: ନିକଟରେ କଂଗ୍ରେସ ଛାଡ଼ିଥିବା ପୂର୍ବତନ ବିଧାୟକ ଜଜ୍ଞେଶ୍ୱର ବାବୁ ବଲାଙ୍ଗୀରରେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ଜଜ୍ଞେଶ୍ୱର ବାବୁଙ୍କ ସହ ତାଙ୍କ ଶତାଧିକ ସମର୍ଥକଙ୍କୁ ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ ସହରସ୍ଥିତ ଦଳୀୟ କାର୍ଯ୍ୟାଳୟରେ ବିଜେପିରେ ସ୍ୱାଗତ…

ବିବାଦ ଘେରରେ ଆଇପିଏସ ଆଶିଷ ସିଂ, ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହେଲା ବିଜେପି

ନୂଆଦିଲ୍ଲୀ: ଆଇପିଏସ୍ ଆଶିଷ ସିଂହଙ୍କର ନିକଟରେ ନିର୍ବାଚନ କମିଶନଙ୍କ ହସ୍ତକ୍ଷେପ ପରେ ବଦଳି ହୋଇଥିଲେ ମଧ୍ୟ ସେ ବିଜୁ ଜନତା ଦଳ (ବିଜେଡି)ର ନିର୍ବାଚନ ପରିଚାଳନା କରୁଥିବା ବିଜେପି ଅଭିଯୋଗ କରିଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (ସିଏମଓ)ରେ ଆଇପିଏସ ଆଶିଷ ସିଂହ ଇନ୍ସପେକ୍ଟର ଜେନେରାଲ…

ବିଜେପିରେ ଯୋଗ ଦେଲେ ସାଂସଦ ମନୋଜ ତିୱାରୀଙ୍କ ଝିଅ

ନୂଆଦିଲ୍ଲୀ: ଅଭିନେତା ତଥା ଦିଲ୍ଲୀ ସାଂସଦ ମନୋଜ ତିୱାରୀଙ୍କ ଝିଅ ରିତି ତିୱାରୀ ବିଜେପିରେ ଯୋଗ ଦେଇଛନ୍ତି । ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପସ୍ଥିତିରେ ସେ ଦଳରେ ମିଶିଥିଲେ । ରିତି କହିଛନ୍ତି ଯେ, ଏହା ମୋ ପାଇଁ ଭଗବାନଙ୍କ ଆଶୀର୍ବାଦ ସଦୃଶ । ମୁଁ କେବେ ବି ଭାବି ନ ଥିଲି ସିଧାସଳଖ…