ରାଏବରେଲି ଲୋକସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ଘୋଷଣା କରିଛି ବିଜେପି
ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି ଉତ୍ତରପ୍ରଦେଶର ରାଏବରେଲି ଲୋକସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ଘୋଷଣା କରିଛି। ବିଜେପି ଦୀନେଶ ପ୍ରତାପ ସିଂଙ୍କୁ ପ୍ରାର୍ଥୀ କରିଛି । ଦୀନେଶ ପ୍ରତାପ ସିଂ ପୂର୍ବରୁ ଭାରତୀୟ ଜାତୀୟ କଂଗ୍ରେସର ପୂର୍ବତନ ସଭାପତି ତଥା ରାଏବରେଲିର ପୂର୍ବତନ ସାଂସଦ ସୋନିଆ…