ଦଳୀୟ କର୍ମୀଙ୍କ ମନୋବଳ ବୃଦ୍ଧି ପାଇଁ ଅପପ୍ରଚାର କରୁଛନ୍ତି ବିରୋଧି: ପାଣ୍ଡିଆନ
ଭୁବନେଶ୍ଵର: ଏଭଳି ଜନସମାବେଶ ଦେଖି ବିରୋଧୀ ଦଳ ଆତ୍ମବିଶ୍ବାସ ହରାଉଛି । ବର୍ଷକ ତଳେ ପଞ୍ଚାୟତ ନିର୍ବାଚନରେ ସବୁ ଜିଲ୍ଲାରେ ହାରିଥିଲେ, ତେଣୁ ତାଙ୍କ ମନୋବଳ ପୁରା ଭାଙ୍ଗି ଯାଇଛି । ତାଙ୍କ ପାଖରେ କହିବାକୁ କିଛି ନାହିଁ, ତେଣୁ ମିଛ କହିବା ଆରମ୍ଭ କରିଛନ୍ତି, ଦଳୀୟ କର୍ମୀଙ୍କ ମନୋବଳ ବୃଦ୍ଧି…