Latest Odisha News

ଭାରତୀୟ ନୌସେନା ମୁଖ୍ୟ ଭାବେ ଦାୟିତ୍ୱ ନେଲେ ଆଡମିରାଲ୍ ଦିନେଶ ତ୍ରିପାଠୀ

ନୂଆଦିଲ୍ଲୀ: ଆଡମିରାଲ ଦିନେଶ କୁମାର ତ୍ରିପାଠୀଙ୍କୁ ମିଳିଲା ନୌସେନା ମୁଖ୍ୟ ଦାୟିତ୍ୱ । ଏହା ପୂର୍ବରୁ ନୌସେନାର ଉପାଧ୍ୟକ୍ଷ ଭାବେ ଦାୟିତ୍ୱ ତ୍ୱରାନ୍ୱିତ କରିଥିଲେ ଦିନେଶ । ନୌସେନାର ମୁଖ୍ୟ ଆର.ହରି କୁମାରଙ୍କ ଅବସର ପରେ ବର୍ତ୍ତମାନ ତାଙ୍କ ସ୍ଥାନରେ ଆଡମିରାଲ ଦିନେଶ କୁମାରଙ୍କୁ ନିଯୁକ୍ତି…

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ପଞ୍ଝାରେ ଧରାପଡିଲେ ଏଆରଆଇ

ବଲାଙ୍ଗୀର : ଭିଜିଲାନ୍ସ ପଞ୍ଝାରେ ଧରା ପଡିଲେ ଏଆରଆଇ । ବଲାଙ୍ଗୀର ଜିଲ୍ଲା ସଇଁତଲା ବ୍ଲକ ବେଲଗାଁ ଏଆରଆଇ ରେସ୍ମା ମାଝୀ ଓ ତାଙ୍କ ସହଯୋଗୀ ବାବୁଲାଲ ନନ୍ଦ ଲାଞ୍ଚ ନେଉଥିବା ବେଳେ ଧରାପଡିଛନ୍ତି ଭିଜିଲାନ୍ସ ଟିମ୍ ହାତରେ । ଏମାନେ ଜମି ନୋଟିଫିକେସନ ବାବଦକୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା…

ନିର୍ବାଚନୀ ଯାଞ୍ଚ ବେଳେ ବୁଲେଟ୍ ଡିକିରୁ ମିଳିଲା ୧ ଲକ୍ଷ ୯୫ ହଜାର ଟଙ୍କା

ସୁବର୍ଣ୍ଣପୁର: ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହର ମିଶ୍ରପାଲି ଛକ ନିକଟରେ ପୋଲିସ ଗାଡି ମୋଟର କଡାକଡି ଯାଞ୍ଚ କରାଯାଉଛି । ଆଜି ଏହି ଯାଞ୍ଚ ସମୟରେ ଏକ ବୁଲେଟ ଡିକି ରୁ ୧ ଲକ୍ଷ ୯୫ ହଜାର ଟଙ୍କା ଜବତ କରିଛି ବିନିକା ପୋଲିସ । ସୂଚନା ଅନୁସାରେ, ଜିଲ୍ଲାର…

ଅପରାଜିତା ଷଡଙ୍ଗୀ ଜଣେ ମିଛେଇ ରାଣୀ: ଅଭିନେତା ଅଖିଳ ପଟ୍ଟନାୟକ

ଭୁବନେଶ୍ୱର: ନିର୍ବାଚନ ଯେତିକି ପାଖେଇ ଆସୁଛି ଭୁବନେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀରେ ରାଜନୈତିକ ଉଷ୍ମତା ସେତେ ବଢ଼ିବାରେ ଲାଗିଛି। ଭୁବନେଶ୍ୱର ଲୋକସଭା ନିର୍ବାଚନମଣ୍ଡଳୀରେ ବିଜେପି ଟିକେଟ୍ ଆଶାୟୀମାନଙ୍କ ନାଁ କଟିବାରୁ ଅପରାଜିତାଙ୍କ ଉପରେ ବର୍ଷିଛନ୍ତି ନେତା। ଯୁଗାଂଶୁ ପଣ୍ଡା ଏବଂ କାଳୁ…

ଇନଷ୍ଟାରେ ଏଣ୍ଟ୍ରୀ କରିବା ମାତ୍ରେ ଫେମସ ହୋଲେ ଛୋଟେ ନବାବ, ଗୋଟିଏ ପୋଷ୍ଟରୁ ବଢିଲେ ଏତେ ସଂଖ୍ୟକ ଫଲୋଅର

ମୁମ୍ବାଇ: ସୋସିଆଲ ମିଡିଆ ପ୍ଲାଟଫର୍ମ ଇଷ୍ଟାଗ୍ରାମ ରେ ଡେବ୍ୟୁ କରିଛନ୍ତି ବଲିଉଡର ଛୋଟେ ନବାବ ଇବ୍ରାହିମ ଅଲ୍ଲୀ ଖାନ୍ । ସୋସିଆଲ ମିଡିଆରେ ପାଦ ରଖୁ ରଖୁ ତାଙ୍କ ଫଲୋଅରଙ୍କ ସଂଖ୍ୟା ବଢିବାରେ ଲାଗିଛି । ଇଷ୍ଟାଗ୍ରାମରେ ସେ ନିଜର ଚାରୋଟି ଭିନ୍ନ ଭିନ୍ନ ଫଟୋ ପୋଷ୍ଟ କରିଛନ୍ତି । ଯେଉଁଥିରେ ସେ…

ଲଗାଣ ବର୍ଷାରେ ବେହାଲ ଜାମ୍ମୁ କାଶ୍ମୀର, ବିଭିନ୍ନ ସ୍ଥାନରେ ଭୂସ୍ଖଳନ

ଶ୍ରୀନଗର: ଗତ ଚାରି ଦିନ ଧରି ଜାମ୍ମୁ କାଶ୍ମୀରରେ ଲଗାଣ ବର୍ଷା ଜାରି ରହିଛି । ଲଗାଣ ବର୍ଷାରେ ବେହାଲ ହୋଇଛି ପୁରା ଜାମ୍ମୁ କାଶ୍ମୀର । ସେପଟେ ଭାରୀ ବର୍ଷା କାରଣରୁ ଅନେକ ସ୍ଥାନରେ ଭୂସ୍ଖଳନ ଓ ବନ୍ୟା ପରିସ୍ଥିତି ମଧ୍ୟ ଉପୁଜିଛି । ଭୂସ୍ଖଳନ କାରଣରୁ ୨୦ରୁ ଅଧିକ ଘର ଧସିଯାଇଥିବା ବେଳେ କିଛି…

ରେକର୍ଡ ଭାଙ୍ଗିଲା ଓଡିଶା ତାତି, ୪୬ ଡିଗ୍ରୀ ତାପମାତ୍ରାରେ ଭାଜି ହେଲା ବାଲେଶ୍ଵର

ଭୁବନେଶ୍ଵର: ରେକର୍ଡ ଭାଙ୍ଗିଲା ଓଡିଶା ତାତି । ୪୬ ଡିଗ୍ରୀ ତାପମାତ୍ରାରେ ଭାଜି ହେଲା ବାଲେଶ୍ଵର । ଚଳିତବର୍ଷର ରେକର୍ଡ ଭାଙ୍ଗିଛି ତାପମାତ୍ରା । ନିଆଁ ବର୍ଷାରେ ଭିଜିଛି ବାଲେଶ୍ଵର ଜିଲ୍ଲା । ସେପଟେ ଚଳିତବର୍ଷ ରାଜଧାନୀ ଭୁବନେଶ୍ଵରର ତାପମାତ୍ରା ମଧ୍ୟ ୪୫ ଡିଗ୍ରୀ ଅତିକ୍ରମ କରି ରେକର୍ଡ…

ନାମାଙ୍କନପତ୍ର ଦାଖଲ କଲେ ସମ୍ବଲପୁର ବିଜେଡି ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ

ସମ୍ବଲପୁର: ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା ପରେ ରିଟର୍ଣ୍ଣିଂ ଅଧିକାରୀଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି ପ୍ରଣବ । ନାମାଙ୍କନ ପୂର୍ବରୁ ମାଆ ସମଲେଶ୍ବରୀଙ୍କ ଦର୍ଶନ କରିଥିଲେ…

ବେଆଇନ ଚାଲାଣ ବେଳେ କୋଟିଏରୁ ଉର୍ଦ୍ଧ୍ବ ମୂଲ୍ୟର ମହୁଲ ଫୁଲ ଜବତ, ୫ ଗିରଫ

କେନ୍ଦଝର: ବେଆଇନ ଚାଲାଣ ସମୟରେ କୋଟିଏ ଟଙ୍କାରୁ ଉର୍ଦ୍ଧ୍ବ ମୂଲ୍ୟର ମହୁଲ ଫୁଲ ଜବତ କଲା କେନ୍ଦୁଝର ଅବକାରୀ ବିଭାଗ । ଏହା ସହ ୪ଟି ବୋଲେରୋ ଜବତ କରିଛି ବିଭାଗ । ଘଟଣାରେ ଜଣଙ୍କୁ ଗିରଫ କରିଛି ଟିମ୍ । ଖବର ମୁତାବକ, କେନ୍ଦୁଝରରେ ବେଆଇନ ଭାବେ ମହୁଲ ଫୁଲ ଚାଲାଣ ନେଇ ବିଶେଷ ସୂତ୍ରରୁ ଖବର…

ବିଧାୟକ ପ୍ରାର୍ଥୀଙ୍କ ରାଲି ବେଳେ ମାଡିଗଲା ଟ୍ରକ୍, ୩ ଆହତ

ବଡମ୍ବା: ବିଧାୟକ ପ୍ରାର୍ଥୀଙ୍କ ରାଲି ବେଳେ ମାଡିଗଲା ଟ୍ରକ୍‌ । ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ଗୁରୁତ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁସାରେ, ବଡମ୍ବା ଟାଉନ ନିକଟରେ ମଙ୍ଗଳବାର ବିଜେଡି ବିଧାୟକ ଦେବୀ…