Latest Odisha News

ପ୍ରାର୍ଥିପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଗଞ୍ଜାମ: ପ୍ରାର୍ଥିପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହିଞ୍ଜିଳି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଛତ୍ରପୁର ଉପଜିଲ୍ଲାପାଳଙ୍କ ଠାରେ ନିଜର ନାମାଙ୍କନ ପତ୍ର ଦାଖଲ କଲେ ନବୀନ ପଟ୍ଟନାୟକ । ପାର୍ଥୀପତ୍ର ଦାଖଲ ପୂର୍ବରୁ ସେ…

ଆଜି ହୋଇପାରେ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ: ବର୍ତମାନ ଚାଲିଛି ଆଇପିଏଲ୍ ମହାସମର । ଏହାପରେ ଆରମ୍ଭ ହେବ ଟି-୨୦ ବିଶ୍ୱକପ ୨୦୨୪ । ଟି-୨୦ ବିଶ୍ୱକପ ଜୁନ ୧ ରୁ ଆମେରିକା ଓ ୱେଷ୍ଟଇଣ୍ଡିଜରେ ଖେଳାଯିବ ।ଏହି ଅବସରରେ  ଦଳ ଘୋଷଣା କରିଥିବା ପ୍ରଥମ ଦେଶ ହେଉଛି ନ୍ୟୁଜିଲାଣ୍ଡ ।କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ର ଚୟନ…

ଅବସର ନେବେ ଡାକ୍ତର ନିରଞ୍ଜନ ମିଶ୍ର, ଏବେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଭାବେ ଦାୟିତ୍ଵ ତୁଲାଇବେ ଡାକ୍ତର ବିଜୟ କୁମାର

ଭୁବନେଶ୍ଵର: ଅବସର ନେବେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । ତାଙ୍କ ସ୍ଥାନରେ ଦାୟିତ୍ୱ ଗ୍ରହଣ କରିବେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ କୁମାର ମହାପାତ୍ର । ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ ପରବର୍ତ୍ତୀ ନିର୍ଦ୍ଦେଶନାମା ଜାରି…

ଅମିତ ଶାହା ଫେକ୍ ଭିଡିଓ ମାମଲା: ଆସନ୍ତାକାଲି ରେବନ୍ଥ ରେଡ୍ଡୀଙ୍କୁ ଜେରା କରିବ ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଏଡିଟେଡ ଭିଡିଓ ମାମଲାରେ ତଦନ୍ତ ତୀବ୍ର ହୋଇଛି। ଏହି ପ୍ରସଙ୍ଗରେ ଦିଲ୍ଲୀ ପୋଲିସ ନିରନ୍ତର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ଏହି ମାମଲାର ତଦନ୍ତ ପରିସର ବୃଦ୍ଧି ପାଇଛି। ତେଲେଙ୍ଗାନାର ୫ ନେତାଙ୍କୁ ପୂର୍ବରୁ ନୋଟିସ ଦିଆଯାଇଛି। ଏହି ନକଲି…

ସାଢେ ୧୧ଟା ସୁଦ୍ଧା ୪୪ ଡିଗ୍ରୀ ପାର, ଭୀଷଣ ଗ୍ରୀଷ୍ମ ପ୍ରବାହ ନେଇ ରେଡ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ଅସହ୍ୟ ତାତିରେ ଛଟପଟ ହେଉଛି ସାରା ଓଡ଼ିଶା। ଗୋଟିଏ ପରେ ଗୋଟିଏ ସହରରେ ତାପମାତ୍ରା ଲମ୍ବା ଲମ୍ଫ ମାରୁଛି। କେତେବେଳେ ଉତ୍ତର ଓଡ଼ିଶା ତ କେତେବେଳେ ପଶ୍ଚିମ ଓଡ଼ିଶା ପାଲଟୁଛି ନିଆଁ ପିଣ୍ଡୁଳା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି…

ଜୟରାମଙ୍କ ପ୍ରଶ୍ନ ବାଣ, ୧୯୮୪ ପରଠାରୁ କଂଗ୍ରେସ ଜିତିନଥିବା ଆସନକୁ କାହିଁକି ମୋଦୀଙ୍କ ଭୟ ?

ନୂଆଦିଲ୍ଲୀ: ଜାରି ରହିଛି ନିର୍ବାଚନ ମାହୋଲ। ଏହାରି ଭିତରେ କଂଗ୍ରେସର ସାଧାରଣ ସମ୍ପାଦକ ଜୟରାମ ରମେଶ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟାର୍ଗେଟ କରିଛନ୍ତି। ରମେଶ କହିଛନ୍ତି ଯେ ୧୯୮୪ ମସିହା ପରଠାରୁ କଂଗ୍ରେସ ଜିତିନଥିବା ଆସନରେ ମଧ୍ୟ ପ୍ରଧାନମନ୍ତ୍ରୀ ଭୟଭୀତ ଅନୁଭବ କରୁଛନ୍ତି। ଏବେ…

କୋଭିଡ ଟିକାର ବଡ ଖୁଲାସା: ହୋଇପାରେ ବ୍ରେନ୍ ଷ୍ଟ୍ରୋକ୍ ଓ ହାର୍ଟ ଆଟାକ୍ ଭଳି ରୋଗ

ନୂଆଦିଲ୍ଲୀ: ଅକ୍ସଫୋର୍ଡ ଓ ଆଷ୍ଟ୍ରାଜେନିକା କମ୍ପାନୀ ଦ୍ବାରା ପ୍ରସ୍ତୁତ ହୋଇଥିବା କୋଭିଡ ଟିକାର ବଡ ଖୁଲାସା । କୋର୍ଟରେ କମ୍ପାନୀ ପ୍ରଥମ ଥର ପାଇଁ ସ୍ବୀକାର କରିଛି ଯେ କୋଭିଡ -୧୯ ଟିକା ପାର୍ଶ୍ୱ ପ୍ରତିକ୍ରିୟା ସୃଷ୍ଟି କରିପାରେ । ଅକ୍ସଫୋର୍ଡ ଓ ଆଷ୍ଟ୍ରାଜେନିକା କମ୍ପାନୀ ଦ୍ୱାରା…

ବାବା ରାମଦେବଙ୍କୁ ବଡ ଝଟକା, ପତଞ୍ଜଳି ଆୟୁର୍ବେଦ ଏବଂ ଦିବ୍ୟା ଫାର୍ମାସିର ପ୍ରାୟ ୧୪ ଟି ଉତ୍ପାଦର ଲାଇସେନ୍ସ ବାତିଲ

ନୂଆଦିଲ୍ଲୀ: ଥମିବା ନାଁ ଧରୁନି ଯୋଗ ଗୁରୁ ବାବା ରାମଦେବଙ୍କ ଅଡୁଆ । ସୁପ୍ରିମକୋର୍ଟଙ୍କ ଭର୍ତ୍ସନା ପରେ ବାବା ରାମଦେବଙ୍କୁ ଝଟକା ଦେଇଛନ୍ତି ଉତ୍ତରାଖଣ୍ଡ ସରକାର । ଉତ୍ତରାଖଣ୍ଡ ସରକାର ବାବା ରାମଦେବଙ୍କ ପତଞ୍ଜଳି ଆୟୁର୍ବେଦ ଏବଂ ଦିବ୍ୟା ଫାର୍ମାସିର ପ୍ରାୟ ୧୪ ଟି ଉତ୍ପାଦର ଲାଇସେନ୍ସ ବାତିଲ…

ଏନକାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ହାର୍ଡକୋର ମାଓବାଦୀ

ମାଲକାନଗିରି: ଆକ୍ସନ ମୋଡରେ ସୁରକ୍ଷାକର୍ମୀ । ଚାଲିଥିବା ଲୋକସଭା ନିର୍ବାଚନରେ କୌଣସି ଅପ୍ରୀତିକର ଦୁର୍ଘଟଣା ଯେପରି ନଘଟେ ସେଥିପାଇଁ ଚାରିଆଡେ ସୁରକ୍ଷାକର୍ମୀଙ୍କର ଜୋରଦାର ଚଢାଉ ଜାରି ରହିଛି । ମାଲକାନଗିରି ଛତିଶଗଡ ସୀମାନ୍ତ ନାରାୟଣପୁର ଜିଲ୍ଲାରେ ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟ…

ତାତିରୁ ନିସ୍ତାର ନାହିଁ, ସକାଳ ସାଢ଼େ ୮ ସୁଦ୍ଧା ଟପିଲା ୩୮ ଡିଗ୍ରୀ ତାପମାତ୍ରା

ଭୁବନେଶ୍ୱର: ତାତିରୁ ନିସ୍ତାର ନାହିଁ। ସକାଳ ସାଢ଼େ ୮ ସୁଦ୍ଧା ତାପମାତ୍ରା ୩୮ ଡିଗ୍ରୀ ଟପିଲା । ୩୮.୪ ଡିଗ୍ରୀ ତାପମାତ୍ରା ସହ ବାରିପଦା ସବୁଠୁ ଉତ୍ତପ୍ତ । ତାଳଚେର ୩୭.୮, ବାଲେଶ୍ବର ୩୬.୬, କେନ୍ଦୁଝର ୩୬.୪ ଡିଗ୍ରୀ ରହିଛି। ଅସହ୍ୟ ଗରମ ଓ ଗୁଳୁଗୁଳି ନେଇ ସତର୍କ କରାଇଲା ଆଞ୍ଚଳିକ ପାଣିପାଗ…