ପୁରୀରେ ନିର୍ମାଣଧୀନ ଛାତ ଭୁଶୁଡିଲା:୪ ଶ୍ରମିକ ଆହାତ
ପୁରୀ: ପୁରୀରେ ନିର୍ମାଣଧୀନ ଛାତ ଭୁଶୁଡିପଡିଲା ।ପୁରୀ ରେଲଓ୍ବେ ଷ୍ଟେସନରେ ନିର୍ମାଣଧୀନ କୋଠା ଛାତ ଭୁଶୁଡିପଡିଲା । ଘଟଣାସ୍ଥଳରୁ ୪ ଶ୍ରମିକଙ୍କୁ ଆହାତ ଅମସ୍ଥାରେ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ୪ ଶ୍ରମିକଙ୍କୁ ପୁରୀ ବଡ ମଡେକାଲରେ ଭର୍ତ୍ତି କରାଯାଇଛି। ନବନିର୍ମିତ କୋଠାର ଛାତ…