ପବିତ୍ର ରାମନବମୀରେ ରଥକାଠ ଚିରଟର ଶୁଭ ଅନୁକୂଳ
ପୁରୀ: ଆଜି ପବିତ୍ର ରାମନବମୀ ଅବସରରେ ରଥକାଠ ଚିରଟର ଶୁଭ ଅନୁକୂଳ ହେବାର ପରମ୍ପରା ରହିଛି । ଏଥିପାଇଁ ଆଜି ଶ୍ରୀମନ୍ଦିରରୁ ଲାଗି ମାଳ ମହାପ୍ରସାଦ ନେଇ ଏକ ପାଞ୍ଚ ଜଣିଆ ଟିମ କଟକ ଅଭିମୁଖେ ଯାତ୍ରା କରିଛନ୍ତି। କଟକ ଖପୁରିଆସ୍ଥିତ କରତ କଳରେ ଆଜିର ପବିତ୍ର ରାମନବମୀ ତିଥିରେ ମାଳମହାପ୍ରସାଦ…