ଅଜଣା ଗାଡି ଧକ୍କାରେ ଚାଲିଗଲା ୩ ଯୁବକଙ୍କ ଜୀବନ
ବରଗଡ: ବରଗଡ଼ ଜିଲ୍ଲା ଲୁହୁରାଚଟି ଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଜାତୀୟ ରାଜପଥ ଉପରେ ଅଜଣା ଗାଡ଼ି ଧକ୍କାରେ ୩ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଯୁବକ ମାନେ ଅଶୋକା ବିଲିକନ କମ୍ପାନୀର କର୍ମଚାରୀ ବୋଲି ଜଣାପଡିଛି l
ସୂଚନା ଅନୁଯାୟୀ, ଗତ ରାତିରେ ବରଗଡ଼ ଜିଲ୍ଲା ସୋହେଲା ଥାନା…