Latest Odisha News

BREAKING NEWS

ନନାଙ୍କ ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ, ଇସିଙ୍କ ନିକଟରେ ଫେରାଦ ବିଜେଡି

ଭୁବନେଶ୍ୱର: ସୋମବାର ରାଜ୍ୟର ଶାସକ ଦଳ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ)ଙ୍କ ନିକଟରେ ଅଭିଯୋଗ କରାଯାଇଛି। ବିଜେଡି ଅଭିଯୋଗ କରିଛି ଯେ ଭାରତୀୟ ଜନତା ପାର୍ଟି (ବିଜେପି)ର ସାଂସଦ ତଥା ବାଲେଶ୍ବର ସାଂସଦ ପ୍ରାର୍ଥୀ ପ୍ରତାପ ଷଡ଼ଙ୍ଗୀ (ନନା) ଆଦର୍ଶ…

ସୁନାମଧନ୍ଯ ଓଡ଼ିଆ ଭଜନ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ପରଲୋକ

ଭୁବନେଶ୍ୱର: ସୁନାମଧନ୍ୟ ଓଡ଼ିଆ ଭଜନ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କର ୬୫ ବର୍ଷ ବୟସରେ ସୋମବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି। ଆଜି ସନ୍ଧ୍ୟାରେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କର ମୃତ୍ୟୁ ହୋଇଥିବା ତାଙ୍କ ସ୍ୱାମୀ ବସନ୍ତ ଛୋଟରାୟ ସୂଚନା

ଆଇପିଏଲ ୧୭ତମ ସଂସ୍କରଣର ସବୁଠାରୁ କମ ସ୍କୋର କଲା ମୁମ୍ବାଇ

ମୁମ୍ବାଇ: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗରେ ମୁମ୍ବାଇ ଇଣ୍ଡିଆନର ନୈରାଶ୍ୟଜନକ ପ୍ରଦର୍ଶନ ଜାରୀ ରହିଛି । ସୋମବାର ରାଜସ୍ଥାନ ରୟାଲ୍ସ ବିପକ୍ଷ ମୁକାବିଲାରେ ପ୍ରଥମେ ବ୍ୟାଟିଂ କରି ମୁମ୍ବାଇ ୧୨୬ ରନର ଟାର୍ଗେଟ ପ୍ରଦାନ କରିଛି । ଚଳିତ ସଂସ୍କରଣରେ ଏହା ସବୁଠାରୁ କମ ଦଳଗତ ସ୍କୋର । ଟସ ଜିତି…

ସୁନ୍ଦରଗଡ: ଦିଲ୍ଲୀପ ଏବଂ ଜୁଏଲ ପରସ୍ପରକୁ ପ୍ରଶଂସା କରି ମାଗୁଛନ୍ତି ଭୋଟ୍!

ସୁନ୍ଦରଗଡ: ଦୀର୍ଘ ଏକ ଦଶନ୍ଧିର ବ୍ୟବଧାନ ପରେ ସୁନ୍ଦରଗଡ଼ ଲୋକସଭା ଆସନରେ ବିଜେପିର ଜୁଏଲ ଓରାମ ଓ ବିଜେଡିର ଦିଲ୍ଲୀପ ତିର୍କୀ ନାମକ ଦୁଇ ରାଜନୈତିକ ହେଭିୱେଟ୍ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଥିବାରୁ ରାଜନୀତି ସରଗରମ ହୋଇଛି। ୨୦୧୪ ନିର୍ବାଚନରେ ଉଭୟ ଜୁଏଲ ଓ ଦିଲ୍ଲୀପ ସୁନ୍ଦରଗଡ଼…

ଆଉ ଚାଲିବନି ପେଟ୍ରୋଲ-ଡିଜେଲ୍‌ ଗାଡ଼ି: ନୀତିନ ଗଡ଼କରୀ

ନୂଆଦିଲ୍ଲୀ: ଦେଶରୁ ମୁକ୍ତ ହେବ ପେଟ୍ରୋଲ ଏବଂ ଡିଜେଲ ଗାଡ଼ି। ଏନେଇ ସଡକ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ପ୍ରତିଶ୍ରୁତି ଦେଇଛନ୍ତି। ପେଟ୍ରୋଲ ଏବଂ ଡିଜେଲରେ ଚାଲୁଥିବା ଗାଡିରୁ ଭାରତ ମୁକ୍ତ ହୋଇପାରିବ କି ନାହିଁ, ଏହି ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି‌ ଏହା ଶତପ୍ରତିଶତ ସମ୍ଭବ।…

ଖରାପ ପ୍ରଦର୍ଶନ ସତ୍ୱେ ପ୍ୟାରିସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କଲେ ମୀରାବାଈ ଚାନୁ

ଫୁକେଟ: ଟୋକିଓ ଅଲିମ୍ପିକ୍ସ ରୌପ୍ୟ ପଦକ ବିଜେତା ମୀରାବାଈ ଚାନୁ ଚଳିତ ଆଇଡବ୍ଲ୍ୟୁଏଫ ବିଶ୍ୱକପରେ ନୈରାଶ୍ୟଜନକ ପ୍ରଦର୍ଶନ କରିଛନ୍ତି । ତେବେ ଏହା ସତ୍ୱେ ଭାରତର ଏହି ଷ୍ଟାର ୱେଟଲିଫ୍ଟର ପ୍ୟାରିସ ଅଲିମ୍ପିକ୍ସ କୋଟା ହାସଲ କରିବାରେ ସଫଳ ହୋଇଛନ୍ତି । ମହିଳା ୪୯ କିଗ୍ରା ବିଭାଗର ଗ୍ରୁପ ବିରେ…

ପ୍ରାର୍ଥୀ ହେବାପରେ କେନ୍ଦ୍ରାପଡ଼ାରେ ବୈଜୟନ୍ତଙ୍କ ବିଶାଳ ରୋଡ ଶୋ, କହିଲେ ୪୦୦ରୁ ଅଧିକ ଆସନ ଜିତିବ ଦଳ

କେନ୍ଦ୍ରାପଡା: ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ୨୦୨୪ ନିର୍ବାଚନରେ ବିଜେପି ନେତୃତ୍ବାଧୀନ ଏନଡିଏ ୪୦୦ରୁ ଅଧିକ ଆସନ ହାସଲ କରିବା ନେଇ ଆଶାବାଦୀ ଅଛନ୍ତି। ଭଗବାନ ବଳଦେବ ଜୀଉଙ୍କ ଆଶୀର୍ବାଦ ନେଇ କେନ୍ଦ୍ରାପଡ଼ାରେ ଏକ ଭବ୍ୟ ରୋଡ୍ ସୋ'…

ଆସନ୍ତାକାଲି କଂଗ୍ରେସ ଘୋଷଣା କରିପାରେ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର: ନିର୍ବାଚନ ପାଇଁ ବିଜେପି, ବିଜେଡି ଓ କଂଗ୍ରେସ ସମେତ ଓଡ଼ିଶାର ପ୍ରମୁଖ ରାଜନୈତିକ ଦଳମାନେ ବିଧାନସଭା ଓ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିବା ପୂର୍ବରୁ ସମୟ ନେଉଛନ୍ତି। ଏଯାବତ କୌଣସି ଦଳ ଉଭୟ ବିଧାନସଭା ଓ ଲୋକସଭା ଆସନ ପାଇଁ ସମସ୍ତ ପ୍ରାର୍ଥୀ ଘୋଷଣା କରିନାହାନ୍ତି।…

ବିଜେଡିରୁ ଇସ୍ତଫା ଦେଲେ ସନ୍ଧ୍ୟାବତୀ ପ୍ରଧାନ, କହିଲେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପହଁଚିପାରୁନି ତାଙ୍କ ବାର୍ତ୍ତା

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (ଓଏସ୍ ସିପିସିଆର)ର ପୂର୍ବତନ ଅଧ୍ୟକ୍ଷା ତଥା ବରିଷ୍ଠ ନେତା ସନ୍ଧ୍ୟାବତୀ ପ୍ରଧାନ ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଲେଖିଥିବା ଇସ୍ତଫା ପତ୍ରରେ…

ପଶ୍ଚିମବଙ୍ଗ ଓ ଛତିଶଗଡ଼ ସହ ଆନ୍ତଃରାଜ୍ୟ ସୀମା ସହଯୋଗ ବୈଠକ: ତିନି ରାଜ୍ୟ ମଧ୍ୟରେ ସମନ୍ୱୟ ରକ୍ଷା ପାଇଁ ଅନୁରୋଧ

ଭୁବନେଶ୍ୱର: ଅବକାରୀ କମିଶନର, ଓଡ଼ିଶା ନରସିଂହ ଭୋଳ ଆଜି ପଶ୍ଚିମବଙ୍ଗ ଓ ଛତିଶଗଡ଼ ସହ ଆନ୍ତଃରାଜ୍ୟ ସୀମା ସହଯୋଗ ବୈଠକ କରିଛନ୍ତି। ଏହି ବୈଠକରେ ପଶ୍ଚିମବଙ୍ଗର ଅବକାରୀ କମିଶନର ଶ୍ରୀ କୌଶିକ ଭଟ୍ଟାଚାର୍ଯ୍ୟ, ଛତିଶଗଡ଼ର ଅବକାରୀ ସଚିବ ତଥା କମିଶନର ଶ୍ରୀମତୀ ଆର ସଙ୍ଗୀତା ଯୋଗ ଦେଇଥିଲେ ।…