୧.୦୪ କୋଟି ଟଙ୍କାର ବ୍ୟାଙ୍କ ଠକେଇ ରାକେଟର ପର୍ଦ୍ଦାଫାସ କଲା କ୍ରାଇମବ୍ରାଞ୍ଚ, ୩ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର: ୨୦୨୧-୨୨ ଆର୍ଥିକ ବର୍ଷରେ ଆଇସିଆଇସିଆଇ ବ୍ୟାଙ୍କର ଢେଙ୍କାନାଳ ଶାଖାରୁ ୧.୦୪ କୋଟି ଟଙ୍କା ଦୁର୍ନୀତି ହୋଇଥିବା ନେଇ ଓଡ଼ିଶା କ୍ରାଇମବ୍ରାଞ୍ଚର ସାଇବର କ୍ରାଇମ୍ ୟୁନିଟ୍ ପର୍ଦ୍ଦାଫାସ କରିଛି।
ଏହି ଘଟଣାରେ ଜଣେ ଦମ୍ପତିଙ୍କ ସମେତ ୩ ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ ହେଲେ…