ଛତିଶଗଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବ, ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ
ଭୁବନେଶ୍ବର: ରାଜ୍ୟରେ କ୍ରମାଗତ ୩ ଦିନ ହେବ ଗ୍ରୀଷ୍ମ ପ୍ରକୋପ ବୃଦ୍ଧି ପାଇବାରେ ଲାଗିରହିଥିବାବେଳେ, ଆଜି ସକାଳୁ ସକାଳୁ ଟ୍ବିନ୍ ସିଟି ସହ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ଦେଖିବାକୁ ମିଳିଛି । ଛତିଶଗଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ଏବଂ କଳାବୈଶାଖୀ ପ୍ରଭାବରେ ପାଗ ମେଘୁଆ ରହିଛି ।…