Latest Odisha News

BREAKING NEWS

୪ ଜଣଙ୍କୁ ମରଣୋତ୍ତର ଭାରତ ରତ୍ନରେ ସମ୍ମାନିତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ରାଷ୍ଟ୍ରପତି ଭବନରେ ଭାରତ ରତ୍ନ ସମାରୋହ । ଦେଶର ପାଞ୍ଚ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ଭାରତ ରତ୍ନରେ ସମ୍ମାନିତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ, ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଚୌଧୁରୀ ଚରଣ ସିଂ, ସବୁଜ ବିପ୍ଳବର ଜନକ…

ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର

ଭୁବନେଶ୍ବର: ପଦ୍ମ ଧରିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର । ଆଜି ସକାଳେ ବିଜେଡିରୁ ଇସ୍ତଫା ଦେଇଥିଲେ ପ୍ରିୟଦର୍ଶୀ ମିଶ୍ର । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ସେ ଦଳରେ ସାମିଲ ହୋଇଛନ୍ତି । ଏହି ସମୟରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ବିଜେପି…

ଭାରତୀୟ କ୍ରୁଙ୍କୁ ନେଇ ଆପତିଜନକ କାର୍ଟୁନ ଶେୟାର କଲା ଫକ୍ସଫୋର୍ଡ କମିକ୍ସ

ନୂଆଦିଲ୍ଲୀ:ଆମେରିକାର ୱାଲ୍ଟିମୋର ଜାହାଜ ଫ୍ରାନ୍ସିସ ସ୍କର୍ଟ ବ୍ରିଜରେ ମାଡ ହେବା ପରେ ଏହା ଭାଙ୍ଗି ଯାଇଥିଲା । ଏହି ଜାହାଜରେ ଅଧିକାଂଶ କ୍ରୁ ସଦସ୍ୟ ଭାରତୀୟ ଥିଲେ । ପରେ ଭାରତୀୟଙ୍କ କ୍ରୁଙ୍କ ଉଦ୍ୟମ ଯୋଗୁ ଅନେକଙ୍କ ଜୀବନ ବଂଚି ପାରିଥିଲା ବୋଲି ଆମେରିକା ପକ୍ଷରୁ ପ୍ରଶଂସା କରି କୁହା…

ବିଜେଡି ଛାଡିଲେ ସାଂସଦ ଅନୁଭବ ମହାନ୍ତି, ଦଳର ସୁପ୍ରିମୋଙ୍କ ପାଖକୁ ପଠାଇଲେ ଇସ୍ତଫା ପତ୍ର

ଭୁବନେଶ୍ବର: କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କୁ ନେଇ ଚାଲିଥିବା ଚର୍ଚ୍ଚାର ଆଜି ଅବସାନ ଘଟିଛି । ସିଦ୍ଧାନ୍ତ ମହାପାତ୍ର, ଆକାଶ ଦାସ ନାୟକ ଙ୍କ ପରେ ବିଜେଡିକୁ ଅଲବିଦା କହିଛନ୍ତି ଅନୁଭବ । ସେ ଆଜି ତାଙ୍କ ଇସ୍ତଫାପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି ।…

କଂଗ୍ରେସକୁ ଶକ୍ତ ଧକ୍କା, ଇସ୍ତଫା ଦେଲେ ଚିରଞ୍ଜୀବ ବିଶ୍ୱାଳ

ଭୁବନେଶ୍ବର: କଂଗ୍ରେସକୁ ଶକ୍ତ ଝଟକା । ଦଳରୁ ଇସ୍ତଫା ଦେଲେ କଂଗ୍ରେସର ବରିଷ୍ଠ ନେତା ତଥା ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ । ସେ ଆଜି ପିସିସି ସଭାପତିଙ୍କ ନିକଟକୁ ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତି । ଚିରଞ୍ଜୀବ ହେଉଛନ୍ତି ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସ୍ୱର୍ଗତ…

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ଆକାଶ ଦାସ ନାୟକ

ଭୁବନେଶ୍ବର: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ଆକାଶ ଦାସ ନାୟକ । ସେ ଆଜି ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି । ବିଜେଡି ଛାଡ଼ିବା ପରେ ପ୍ରତିକ୍ରିୟା ରଖିଛନ୍ତି ଆକାଶ । ସେ…

ରତ୍ନ ପଥର ପାଇଁ ଖନନ ଅଘଟଣ: କାଲିଠୁ ପଥର ସନ୍ଧିରେ ଫସି ରହିଥିବା ଶ୍ରମିକଙ୍କର ମୃତ୍ୟୁ

ବୌଦ୍ଧ: ବୌଦ୍ଧ ମହାନଦୀ ଗର୍ଭରେ ରତ୍ନ ପଥର ପାଇଁ ଖନନ ବେଳେ ଅଘଟଣ । ଗତକାଲି ଠାରୁ ପଥର ସନ୍ଧିରେ ଫସି ରହିଥିବା ଜଣେ ଶ୍ରମିକଙ୍କର ଆଜି ମୃତ୍ୟୁ ଘଟିଛି । ମୃତକ ହେଲେ ବରଡା ଗାଁର ସୁଶନ୍ତା ଝାଙ୍କର । ସୂଚନା ଅନୁସାରେ, ଗତକାଲି ମହାନଦୀ ଗର୍ଭରେ ରତ୍ନ ପଥର କାରବାର କରୁଥିବା ମାଫିଆମାନେ…

ହୋଲିରେ ନୟାପଲ୍ଲୀ ବ୍ରିଟ୍ କଲୋନୀରେ ଆକ୍ରମଣ ଘଟଣା: ୮ ଜଣଙ୍କୁ ଗିରଫ

ଭୁବନେଶ୍ବର: ହୋଲି ଦିନ ନୟାପଲ୍ଲୀ ବ୍ରିଟ୍ କଲୋନୀରେ ଆତଙ୍କ ଖେଳାଇଥିବା କେବିଏନ୍ ଗ୍ୟାଙ୍ଗର ୮ ଜଣଙ୍କୁ ଗିରଫ କରିଛି ନୟାପଲ୍ଲୀ ଥାନା ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ କୁଶ ମୁଣ୍ଡା, ସୁଦର୍ଶନ, ରକି ନାୟକ, ରାଜକିଶୋର ଦିଗାଲ, ସୁମନ ପାତ୍ର, ସଞ୍ଜୟ କୁମାର ସାହୁ, ବିଭୁ ନାୟକ ଏମାନଙ୍କ…

ବିଜେଡି ଛାଡିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ବିଜେପିରେ ମିଶିବା ନେଇ ଚର୍ଚ୍ଚା

ଭୁବନେଶ୍ବର: ବିଜେଡି ଛାଡିଲେ ଉତ୍ତର ଭୁବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ତାଙ୍କ ଇସ୍ତଫାପତ୍ର ପଠାଇଛନ୍ତି । ଦଳରେ ନିରନ୍ତର ଅବହେଳା ଅଭିଯୋଗ କରି ସେ ଇସ୍ତଫା ଦେଇଥିବା ଜଣାପଡିଛି । ପ୍ରିୟଦର୍ଶୀ ମିଶ୍ର ହେଉଛନ୍ତି ପୂର୍ବତନ…

ସମୁଦ୍ରରେ ଭାରତୀୟ ନୌସେନାର ପରାକ୍ରମ, ଜଳଦସ୍ୟୁଙ୍କ କବଳରୁ ୨୩ ପାକିସ୍ତାନୀଙ୍କୁ ଉଦ୍ଧାର କଲା

ନୂଆଦିଲ୍ଲୀ: ପୁଣିଥରେ ନିଜର ଶୌର୍ଯ୍ୟ ଦେଖାଇଛି ଭାରତୀୟ ନୌସେନା । ଆରବ ସାଗରରେ ଅପହରଣ ହୋଇଥିବା ଆଉ ଗୋଟିଏ ଇରାନୀୟ ଜାହାଜକୁ ଜଳଦସ୍ୟୁଙ୍କ କବଳରୁ ମୁକ୍ତ କରିଛି । ୧୨ ଘଣ୍ଟାର ଲମ୍ବା ଅପରେସନ ପରେ ଜଳଦସ୍ୟୁଙ୍କ କବଳରୁ ୨୩ ଜଣ ପାକିସ୍ତାନୀ କ୍ରୁ ମେମ୍ବରଙ୍କୁ ସୁରକ୍ଷିତ ଉଦ୍ଧାର କରିଛି…