‘ମୁଁ ମୋ ନିଜ ବିପକ୍ଷରେ ପ୍ରତିଦ୍ୱନ୍ଦିତା କରୁଛି, ଆଉ କାହାକୁ ଗୁରୁତ୍ୱ ଦେଉନାହିଁ’
ପୁରୀ: ବିଜେପିରୁ ପୁଣି ଲୋକସଭା ପ୍ରାର୍ଥୀ ଭାବେ ଅପରାଜିତା ଷଡ଼ଙ୍ଗୀ ନିର୍ବାଚନ ଲଢ଼ିବେ । ଏନେଇ ବିଜେପି ଘୋଷଣା କରିବାପରେ ନିର୍ବାଚନ ଯୁଦ୍ଧକୁ ଓହ୍ଲାଇବ ପୁର୍ବରୁ ମହାପ୍ରଭୁଙ୍କ ଆଶୀର୍ବାଦ ଲୋଡିଛନ୍ତି ଅପରାଜିତା ଷଡ଼ଙ୍ଗୀ । ଆଜି ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି…