ହୀରାକୁଦ ଅଞ୍ଚଳରେ କାୟା ବିସ୍ତାର କରୁଛି ଝାଡାବାନ୍ତି, କାରଣ ଖୋଜିବାକୁ ପହଞ୍ଚିଲେ ଡାକ୍ତରୀ ଦଳ
ସମ୍ବଲପୁର: ସମ୍ବଲପୁର ଜିଲ୍ଲା ହୀରାକୁଦ ଅଞ୍ଚଳରେ କାୟା ବିସ୍ତାର କରୁଛି ଝାଡାବାନ୍ତି । ବର୍ତ୍ତମାନ ସୁଦ୍ଧା ୧୩୧ ଜଣ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ ୨ଜଣଙ୍କ ଜୀବନ ଯାଇଛି । କିଛି ଆକ୍ରାନ୍ତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମନାଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର…