ସିଏଏ କାର୍ଯ୍ୟକାରିତା ଉପରେ ରୋକ୍ ଲଗାଇବାକୁ ମନା କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ନାଗରିକତା ସଂଶୋଧନ ଆଇନ (ସିଏଏ) ଏବଂ ଏହାର ନିୟମଗୁଡ଼ିକର କାର୍ଯ୍ୟକାରିତା ଉପରେ ଏପ୍ରିଲ ୯ ରେ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ରୋକ ଲଗାଇବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ସିଏଏ ନିୟମ ଲାଗୁ କରିବା ପାଇଁ ସରକାରଙ୍କ ପାଖରେ ଭିତ୍ତିଭୂମିର ଅଭାବ ଥିବାରୁ ଏପ୍ରିଲ ୯…