ସାତକୋଶିଆ ଅଭୟାରଣ୍ୟରେ କଳା ବାଘୁଣୀ ସହ ଯାଆଁଳା ଛୁଆ
ଭୁବନେଶ୍ୱର: ବନ ବିଭାଗ କ୍ୟାମେରାରେ କଏଦ ହୋଇଛି କଳା କଲରାପତରିଆ ବାଘୁଣୀ ସହ ଦୁଇ ଯାଆଁଳା ବାଘ ଛୁଆ । ଦୁଇ ଯାଆଁଳା ବାଘ ଛୁଆ ମଧ୍ୟରୁ ଗୋଟିଏ ସାଧାରଣ ହୋଇଥିବା ବେଳେ ଆଉ ଗୋଟିଏ କଳା ରଙ୍ଗର ହୋଇଥିବା ଦେଖିବାକୁ ମିଳିଛି ।
ସାତକୋଶିଆ ଅଭୟାରଣ୍ୟ ଅଞ୍ଚଳରେ ଏହି କଳା କଲରାପତରିଆ…