ଆସନ୍ତାକାଲି ଓଡିଶା ଆସୁଛନ୍ତି ଛତିଶଗଡ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା
ଭୁବନେଶ୍ୱର: ଆସନ୍ତାକାଲି ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ଛତିଶଗଡ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା । ନବରଙ୍ଗପୁର ଜିଲ୍ଲା ଉମରକୋଟରେ ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ ଛତିଶଗଡ ଉପମୁଖ୍ୟମନ୍ତ୍ରୀ ଶ୍ରୀ ଶର୍ମା ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗତ ୧୦ ବର୍ଷର ଉପଲବ୍ଧିକୁ…