ସାରା ଦେଶରେ ନମ୍ବର-୧ ସମ୍ମାନ ସାଉଁଟିଲା କ୍ୟାପିଟାଲ ହସ୍ପିଟାଲ
ଭୁବନେଶ୍ବର: ଓଡ଼ିଶାର ନମ୍ୱର-୧ ଡାକ୍ତରଖାନା ଭାବେ ସାରା ଭାରତବର୍ଷରେ ସମ୍ମାନ ସାଉଁଟିଲା କ୍ୟାପିଟାଲ ହସ୍ପିଟାଲ । ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହସ୍ପିଟାଲ୍ କୁ ଜାତୀୟ ଗୁଣାତ୍ମକ ଆସ୍ୟୁରାନ୍ସ ଷ୍ଟାଣ୍ଡାର୍ଡ (ଏନ୍କ୍ୱାସ୍) ତରଫରୁ କ୍ୱାଲିଟି ସାର୍ଟିଫିକେଟ୍ ପ୍ରଦାନ କରାଯାଇଛି ।…