ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ସୁଖବୀର ସିଂହ ସାନ୍ଧୁ ଓ ଜ୍ଞାନେଶ କୁମାର
ନୂଆଦିଲ୍ଲୀ: ନର୍ବାଚନ କମିଶନର ଭାବେ ଆଜି ଦାୟିତ୍ବ ଗ୍ରହଣ କଲେ ଜ୍ଞାନେଶ କୁମାର ଏବଂ ସୁଖବୀର ସିଂ ସାନ୍ଧୁ । ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଉଭୟଙ୍କୁ ସ୍ବାଗତ କରିଛନ୍ତି । ଏନେଇ ନିର୍ବାଚନ ଆୟୋଗ ପକ୍ଷରୁ ସୂଚନା ଦିଆଯାଇଛି ।
ଗତକାଲି (ଗୁରୁବାର) ଦୁଇ ଜଣଙ୍କ ନାମ ଘୋଷଣା…