ସୋନପୁରକୁ ଗଡ଼ିବ ଚାରିଟି ଟ୍ରେନ୍: ସୋନପୁର ରେଳ ଷ୍ଟେସନ ଯାଏଁ ସମ୍ପ୍ରସାରିତ ହେଲା ବଲାଙ୍ଗୀର ଭୁବନେଶ୍ୱର ଇଣ୍ଟରସିଟି
ଭୁବନେଶ୍ୱର: ବଲାଙ୍ଗୀର ପାର୍ଶ୍ୱରୁ ସୋନପୁର ପର୍ଯ୍ୟନ୍ତ ଟ୍ରେନ୍ ଲାଇନ କାର୍ଯ୍ୟକ୍ଷମ ହେବା ଏବଂ ସ୍ଥାନୀୟ ଲୋକଙ୍କ ଆକାଂକ୍ଷାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର-ବଲାଙ୍ଗିର-ଭୁବନେଶ୍ୱର ଏକ୍ସପ୍ରେସ ଏବଂ ଦୁଇ ଯୋଡି ବଲାଙ୍ଗୀର-ବିଛୁପାଲି ପାସେଞ୍ଜର ସୋନପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବାକୁ…