ଇଂଲଣ୍ଡ ବିପକ୍ଷରେ ଐତିହାସିକ ସିରିଜ ବିଜୟ ପରେ ଡବ୍ଲ୍ୟୁଟିସିରେ ଶୀର୍ଷକୁ ଉଠିଲା ଭାରତ
ଧର୍ମଶାଳା: ଏଠାରେ ଖେଳାଯାଇଥିବା ୫ମ ତଥା ଅନ୍ତିମ କ୍ରିକେଟ ଟେଷ୍ଟରେ ଭାରତ ଏକ ଇନିଂସ ୬୪ ରନରେ ଇଂଲଣ୍ଡକୁ ପରାସ୍ତ କରିଛି । ଏଥିସହ ଟିମ ଇଣ୍ଡିଆ ୪-୧ରେ ସିରିଜ ବିଜୟୀ ହୋଇଛି । ଇଂଲଣ୍ଡ ପ୍ରଥମେ ବ୍ୟାଟିଂ କରି ପ୍ରଥମ ଇନିଂସରେ ୨୧୮ ରନ କରିଥିଲା । ଜବାବରେ ଭାରତ ଅଧିନାୟକ ରୋହିତ ଶର୍ମା…