“ସେଫ ସିଟି ଡ୍ରାଇଭ” ଅଭିଯାନ ଆରମ୍ଭ, ୩୫ଜଣ ମଦ୍ୟପ ଚାଳକଙ୍କ ବିରୋଧରେ ମାମଲା ରୁଜୁ
ଭୁବନେଶ୍ୱର: ସହରରେ ଘଟୁଥିବା ବିଭିନ୍ନ ଅପରାଧକୁ ହ୍ରାସ କରିବା ନିମନ୍ତେ ଭୁବନେଶ୍ବର-କଟକ ଦ୍ଵୈତ ନଗରୀର ପୋଲିସ କମିଶନର ତଥା ଭୁବନେଶ୍ବର ଡିସିପିଙ୍କ ନିର୍ଦ୍ଦେଶ କ୍ରମେ “ସେଫ ସିଟି ଡ୍ରାଇଭ” ଅଭିଯାନ ଆରମ୍ଭ ହୋଇଛି। ଏହି କ୍ରମରେ ଭୁବନେଶ୍ଵର ସହରାଞ୍ଚଳ ପୋଲିସ ଜିଲ୍ଲା ତରଫରୁ ବିଭିନ୍ନ ଥାନା…