ଉତ୍କଳିକା ଦ୍ୱାରା ନିର୍ମିତ ଅତିଥି ଗୃହର ଶୁଭ ଉଦ୍ଘାଟନ, ବୁଣାକାର ଓ କାରିଗରମାନେ ନେଇପାରିବେ ସୁବିଧା
ଭୁବନେଶ୍ୱର: ହସ୍ତତନ୍ତ, ବୟନ ଏବଂ ହସ୍ତଶିଳ୍ପ ମନ୍ତ୍ରୀ ରୀତା ସାହୁ ଆଜି ହସ୍ତଶିଳ୍ପ ନିର୍ଦ୍ଦେଶାଳୟର ଆର୍ଥିକ ସହାୟତାରେ ଓଡ଼ିଶା ରାଜ୍ୟ ହସ୍ତଶିଳ୍ପ ନିଗମ ଲିଃ (ଉତ୍କଳିକା) ଦ୍ୱାରା ନିର୍ମିତ ଏକ ଅତିଥି ଗୃହର ଶୁଭ ଉଦ୍ଘାଟନ କରିଛନ୍ତି । ସମଗ୍ର ଓଡ଼ିଶାର ବୁଣାକାର ଓ କାରିଗରମାନେ ବିପଣନ ତଥା…