ପଦ୍ମଧରିଲେ ନାଲକୋର ପୂର୍ବତନ ସିଏମ୍ଡି ତପନ ଚାନ୍ଦ
ଭୁବନେଶ୍ବର: ଲୋକସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରତି ଦଳ ନିଜ ନିଜର ବହୁମତ ପାଇଁ ଆସନ ହାତେଇବାକୁ ପ୍ରସ୍ତୁତ ହେଉଛନ୍ତି । ଏହି ସମୟରେ କିଛି ନେତା କର୍ମୀଙ୍କ ଦଳ ଅଦଳବଦଳ ମଧ୍ୟ ଜାରି ରହିଛି । ଲଗାତାର କିଛି ଦିନ ହେବ ବିଜେପି କାର୍ଯ୍ୟଳୟରେ ମିଶ୍ରଣ ପର୍ବ ଅନୁଷ୍ଠିତ ହେଉଥିବା ବେଳେ…