ନିର୍ମାଣ ଶ୍ରମିକଙ୍କ ପେନ୍ସନରେ ବୃଦ୍ଧି, ୫୦୦ ଟଙ୍କା ପରିବର୍ତ୍ତେ ପାଇବେ ୧୦୦୦ ଟଙ୍କା, ଫେବୃଆରୀ ୨୦୨୪ରୁ ଲାଗୁ ହେବ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ମାଣ ଶ୍ରମିକ ମାନଙ୍କ ପେନ୍ସନ ବୃଦ୍ଧି ସଂପର୍କରେ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ହୋଇଥିବା ନିର୍ମାଣ ଶ୍ରମିକ ମାନଙ୍କ…