Latest Odisha News

BREAKING NEWS

ଗାଁକୁ ନାହିଁ ରାସ୍ତା; ଯାଇପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ରୋଗୀ

ସମ୍ୱଲପୁର: ରାଜ୍ୟରେ ଅନେକ ସମୟରେ ଆମ୍ବୁଲାନ୍ସ ନିମିଳିବାରୁ ରୋଗୀ ହୁଅନ୍ତୁ ବା ଗର୍ଭବତୀ ଖଟିଆରେ ବୁହାହୋଇ ମେଡିକାଲ ଯାଉଥିବାର ଖବର ପ୍ରାୟ ସାମ୍ନାକୁ ଆସୁଛି । ଆଜି ପୁଣି ଏହିପରି ଏକ ଘଟଣା ସାମ୍ନାକୁ ଆସିଛି । ହେଲେ ଏଠି ଆମ୍ବୁଲାନ୍ସ ଆସିଛି ସତ ହେଲେ ଗାଁ ଭିତରକୁ ପ୍ରବେଶ କରିପାରିନି,…

ସିଏଙ୍କ ଘରେ ଇଡି ରେଡ, ଏକାସାଙ୍ଗରେ ୫ଟି ସ୍ଥାନରେ ଚାଲିଛି ଚଢାଉ

ରାଉରକେଲା: ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଅଜୟ କଦମୱାଲାଙ୍କ ଘରେ ଇଡି ରେଡ୍ । ଅଜୟ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସହ ରାଉରକେଲା ସହରର ଜଣେ ବଡ ବ୍ୟବସାୟୀ । ରାଉରକେଲା କଚେରୀ ରୋଡ୍ ବିଶ୍ରା ଡାହାର ଛକରେ ଚଢାଉ କରିଛି ଇଡି । ତେବେ ବ୍ୟବସାୟୀଙ୍କ ଅଫିସ୍, ଘର, ଗୋଦାମ ସହ ମୋଟ ୫ଟି ସ୍ଥାନରେ…

ଏଣିକି ଆଗୁଆ ମିଳିବ ବାତ୍ୟା, ବନ୍ୟା ଓ ପ୍ରାକୃତିକ ବିପର୍ଯ୍ୟୟର ସୂଚନା, ଲାଗିବ ଅତ୍ୟାଧୁନିକ ରାଡାର

ଭୁବନେଶ୍ବର: ଏଣିକି ଆଗୁଆ ମିଳିବ ବାତ୍ୟା, ବନ୍ୟା ଓ ପ୍ରାକୃତିକ ବିପର୍ଯ୍ୟୟର ସୂଚନା । ଏଥିପାଇଁ କଟକ-ଭୁବନେଶ୍ୱର ପାଇଁ ଲାଗିବ ଅତ୍ୟାଧୁନିକ ସୂଚନା ପ୍ରଦାନ ରାଡାର । ୨୦୨୫ ସୁଦ୍ଧା କାର୍ଯ୍ୟକାରୀ ହେବ ଆଡଭାନ୍ସ ଫ୍ଲଡ୍‌ ଓ୍ବାର୍ଣ୍ଣିଂ ସିଷ୍ଟମ । ଏହି ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ…

ଫିଲ୍ମ‘ବାଗବାନ୍’ ପାଇଁ ପ୍ରଥମ ପସନ୍ଦ ନଥିଲେ ବିଗ୍ ବି

ନୂଆଦିଲ୍ଲୀ: ବିଗ୍ ବି ଅମିତାଭ ବଚ୍ଚନ ଏବଂ ଡ୍ରିମ୍ ଗର୍ଲ ହେମା ମାଲିନିଙ୍କ ଫିଲ୍ମ ‘ବାଗବାନ୍’ ବକ୍ସ ଅଫିସରେ ସୁପରହିଟ୍ ହୋଇଥିଲା । ଏହି ଫିଲ୍ମ ଏକ ପାରିବାରିକ କାହାଣୀ ଉପରେ ଆଧାରିତ। ପିଲାମାନେ ବଡ଼ ହେଲା ପରେ ବାପାମାଆଙ୍କ ଠାରୁ କିପରି ଦୂରେଇ ଯାଆନ୍ତି, ଏହି କାହାଣୀ ଉପରେ ଫିଲ୍ମଟି…

ବଢିଲା ଗଣଶିକ୍ଷକଙ୍କ ଦରମା, ଉପକୃତ ହେବେ ୧୨ ହଜାର ୧୧୩ ଗଣଶିକ୍ଷକ

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ଗଣଶିକ୍ଷକଙ୍କ ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଭେଟି । ବଢିଲା ଗଣଶିକ୍ଷକଙ୍କ ଦରମା । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଗଣଶିକ୍ଷକ ମାନଙ୍କ ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ…

ଓଡ଼ିଶାରେ କମୁଛନ୍ତି କଲରାପତରିଆ, ୪ ବର୍ଷରେ କମିଛନ୍ତି ୧୯୨

ଭୁବନେଶ୍ୱର: ଓଡ଼ିଶାରେ ହ୍ରାସ ପାଉଛି କଲରାପତରିଆ ବାଘଙ୍କ ସଂଖ୍ୟା । ଚିନ୍ତା ବଢ଼ାଇଲା ଏନଟିସିଏ ତଥା ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣର ରିପୋର୍ଟ । ୨୦୧୮ ତୁଳନାରେ ୨୦୨୨ରେ ଗତ ଚାରି ବର୍ଷ ଭିତରେ କଲରାପତରିଆଙ୍କ ସଂଖ୍ୟା କମିଥିବା ରିପୋର୍ଟରେ ଉଲ୍ଲେଖ ରହିଛି । ୨୦୧୮ ରିପୋର୍ଟ ମୁତାବକ,…

ହଲିଉଡ ଇଣ୍ଡଷ୍ଟ୍ରିରେ ଧୁମ୍ ମଚେଇବାକୁ ପ୍ରସ୍ତୁତ ‘ଦୃଶ୍ୟମ୍’, ୧୦ ଟି ଦେଶରେ ଫିଲ୍ମର କରାଯିବ ରିମେକ୍

ମୁମ୍ବାଇ: ଭାରତ ଏବଂ ଚୀନ୍ ବଜାରରେ ବିପୁଳ ସଫଳତା ହାସଲ କରିବା ପରେ ସୁପରହିଟ୍ ଫ୍ରାଞ୍ଚାଇଜ୍ 'ଦୃଶ୍ୟମ୍' ସର୍ବଭାରତୀୟ ସ୍ତରରେ ରିଲିଜ ହେବାକୁ ଯାଉଛି । ଫିଲ୍ମର କୋରିଆ ରିମେକ୍ ପରେ ନିର୍ମାତାମାନେ ଏକ ନୂଆ ନିଷ୍ପତ୍ତି ନେଇଛନ୍ତି । ଅଜୟ ଦେବଗନଙ୍କ 'ଦୃଶ୍ୟମ୍'ର ହଲିଉଡର ରିମେକ୍ ପ୍ରସ୍ତୁତ…

କବିତା : ସେ କିଏ ?

ଗଦାଧର ସାହୁ ଯାହା କହିଥିଲି କିଏ ସେ ଶୁଣିଛି କହି ପାରିବ କି ସିଏ, ଯିଏ ସେ କହିବ ସତ ଅବା ମିଛ ଯେମିତି ଶୁଣିଛି ସିଏ । ଜଣକ କଥାକୁ ଆରେକ କହିଲେ ଫରକ ନିଶ୍ଚୟ ଥାଏ, ଅଖଣ୍ଡ ବିଶ୍ୱାସ ତା କଥାରେ କଲେ ଅସୁବିଧା ଆସିଯାଏ । ଶୁଣିବା ଲୋକକୁ କହିବା ଲୋକକୁ ମୁହାଁମୁହିଁ…

ପୁଣିଥରେ ବାରଣାସୀରୁ ଲଢ଼ିବେ ମୋଦି !

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି (ବିଜେପି) ୨୦୨୪ ନିର୍ବାଚନରେ ବିଜୟ ପତାକା ଉଡ଼ାଇବା ପାଇଁ  କସରତ ଆରମ୍ଭ କରିଛି । ଲୋକସଭା ନିର୍ବାଚନ ପାଇଁ  ପ୍ରାର୍ଥୀ ଚୟନ ପ୍ରକ୍ରିୟା ଆରମ୍ଭ କରିଛି । ପ୍ରାର୍ଥୀ ଚୟନକୁ ନେଇ ଗତକାଲି ବିଜେପି ମୁଖ୍ୟାଳୟରେ କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ…

ଭାଷା ଭାଗବତ : କବିତାର ଧାରା

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ  ସ୍ବୈଚ୍ଛିକ ଅନର୍ଗଳ ଚିଂତା ପ୍ରାୟତଃ ହୁଏନି କବିତା ଶୃଂଖଳା ସହ ସ୍ବାଧୀନତା ରହିଲେ ସଂଭବ କବିତା ଭାଷାର ପ୍ରଚଳିତ ରୀତି ପ୍ରତି ରହିଲେ କିଛି ପ୍ରୀତି କବିତା କରେ ଧୀରଗତି ସୁସ୍ପଷ୍ଟ ହୁଏ କାବ୍ୟକୃତି ନ କଲେ ଅଧିକ ବର୍ଣନା…