ଆପାର୍ଟମେଣ୍ଟରୁ କେମିତି ହେଉଥିଲା ଲୁଟ୍, ଲୁଟେରାଙ୍କୁ ଧରି ପୋଲିସ କରୁଛି ଜେରା
ଭୁବନେଶ୍ୱର: ଭୁବନେଶ୍ୱରରେ ବିଭିନ୍ନ ଆପାର୍ଟମେଣ୍ଟରୁ ଏକାଧିକ ଚୋରି ଘଟଣାରେ ସମ୍ପୃକ୍ତ ଥିବା ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ୯ ଜଣ ସଦସ୍ୟଙ୍କୁ କମିସନରେଟ୍ ପୁଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନଙ୍କ ଠାରୁ ନଗଦ ୩ ଲକ୍ଷ ୨୦ ହଜାର ଟଙ୍କା, ଦେଢ଼ କେଜି ରୁପା ଅଳଙ୍କାର, ସୁନା ଅଳଙ୍କାର, ୪ଟି…