ରତ୍ନଭଣ୍ଡାର ତଦାରଖ ପାଇଁ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ, ଜଷ୍ଟିସ ଅରିଜିତ ପଶାୟତଙ୍କୁ ଅଧ୍ୟକ୍ଷ ଦାୟିତ୍ୱ
ଭୁବନେଶ୍ୱର: ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ମୂଲ୍ୟବାନ୍ ବସ୍ତୁ ଓ ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ ପାଇଁ କମିଟି ଗଠନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କମିଟି ଗଠନ ନେଇ ଘୋଷଣା କରିଛନ୍ତି । ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଏହି ଉଚ୍ଚସ୍ତରୀୟ କମିଟିର…