ସରକାରୀ କ୍ୱାର୍ଟର୍ସରୁ କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ବୌଦ୍ଧ: ବୌଦ୍ଧ ଜିଲ୍ଲା ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ନିଜ ସରକାରୀ କ୍ୱାର୍ଟର୍ସରେ ଫ୍ୟାନ୍ରେ ଝୁଲି ଆତ୍ମହତ୍ୟା କରିଛନ୍ତି କନିଷ୍ଠ ଯନ୍ତ୍ରୀ ପ୍ରଦୀପ କୁମାର ଘୋଷ । ତେବେ ଏହାର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ…