Latest Odisha News

BREAKING NEWS

କାହାର ସତ୍ୟବାଦୀ: ତେଜିଲା ଦୁଇ ବିଜେଡି ନେତାଙ୍କ କଳି

ଭୁବନେଶ୍ୱର: ପାଖେଇ ଆସୁଛି ସାଧାରଣ ନିର୍ବାଚନ । ରାଜ୍ୟ ରାଜନୀତି ଏନେଇ ବେଶ ସରଗରମ । ଏହାରି ଭିତରେ ପୁରୀ ସତ୍ୟବାଦୀର ରାଜନୀତି ଉଷ୍ମ ହେବାର ଲାଗିଛି  । କାହାର ସତ୍ୟବାଦୀ ନିର୍ବାଚନ ମଣ୍ଡଳୀ ଉମା ସାମନ୍ତରାୟ ନା ସଞ୍ଜୟ ଦାସବର୍ମା ତାକୁ ନେଇ ତେଜିଛି କଳି । ସଂଞ୍ଜୟ ଦାସବର୍ମାଙ୍କ ଭିଡିଓ…

୫ମ ଟେଷ୍ଟ ଖେଳି ନ ପାରନ୍ତି ରାହୁଲ

ନୂଆଦିଲ୍ଲୀ: ଭାରତର ବ୍ୟାଟ୍ସମ୍ୟାନ କେଏଲ ରାହୁଲ ଇଂଲଣ୍ଡ ବିପକ୍ଷ ୫ମ କ୍ରିକେଟ ଟେଷ୍ଟରେ ଖେଳି ନ ପାରନ୍ତି । କ୍ରିକବିଜ ରିପୋର୍ଟ ଅନୁସାରେ ହାଇଦ୍ରାବାଦ ଟେଷ୍ଟ ଅବସରରେ ସେ ଆଘାତପ୍ରାପ୍ତ ହୋଇଥିଲା । ଏହା ପରେ ସେ ବାକି ୩ଟି ଟେଷ୍ଟ ଖେଳି ପାରି ନ ଥିଲେ । ରାହୁଲ ଏବେ ତାଙ୍କ ଅପରେଶନ ପାଇଁ…

ଏହି ଅଭିନେତ୍ରୀ ଗଗନଯାନ ମହାକାଶଚାରୀ ପ୍ରଶାନ୍ତ ନାୟାରଙ୍କୁ ବିବାହ କରିଛନ୍ତି, ୪୦ ଦିନ ପରେ କଲେ ଖୁଲାସା

ମୁମ୍ବାଇ: ନିକଟରେ ଦକ୍ଷିଣ ଅଭିନେତ୍ରୀ ତଥା ଲେଖିକା ଲୀନା କୁମାର ତାଙ୍କ ଫ୍ୟାନ୍ସଙ୍କୁ ଏକ ବଡ଼ ସରପ୍ରାଇଜ୍ ଦେଇଛନ୍ତି । ଅଭିନେତ୍ରୀ ଜଣେ ଗଗାନ ଯାନ ମହାକାଶଚାରୀ ପ୍ରଶାନ୍ତ ନାୟାରଙ୍କୁ ବିବାହ କରିଥିବା ଖୁଲାସ କରିଛନ୍ତି । ଅଭିନେତ୍ରୀ ଲୀନା କୁମାର ଗତକାଲି ଅର୍ଥାତ୍ ୨୭ ଫେବୃଆରୀରେ ନିଜ…

ଡ୍ୟାନ୍ସ କଲେ ଜୋମାଟୋ ବଏ; ୟୁଜର୍ସ କହିଲେ-ତେଣୁ ବିଳମ୍ୱରେ ଆସୁଛି ପିଜ୍ଜା

ନୂଆଦିଲ୍ଲୀ: ବଲିଉଡ୍ ଫିଲ୍ମ ଗୀତରେ ଝୁମିଲେ ଜୋମାଟୋ ବଏ । ଏବେ ସୋସିଆଲ ମିଡିଆରେ ଏହି ଭିଡିଓ ଭାଇରାଲ ହେବାରେ ଲାଗିଛି। ଆଉ ଏହି ଭିଡିଓ ଦେଖି ଲୋକମାନେ ବିଭିନ୍ନ ପ୍ରକାର ପ୍ରତିକ୍ରିୟା ଦେବାରେ ଲାଗିଛନ୍ତି। ଯୁବକ ଜଣକ ରାତିରେ ରାସ୍ତା ଉପରେ ‘ ତେରି ବାତୋଁ ମେ ଏସା ଉଲ୍ ଝା ଜିଆ’…

ଇଡିରେ ପ୍ରଫୁଲ୍ଲ ସାମଲ

ଭୁବନେଶ୍ବର: ଇଡିରେ ହାଜର ହେଲେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । ବାରିପଦା ଇଂଜିନିୟରିଂ ଜମି ମାମଲାରେ ହାଜର ହୋଇଛନ୍ତି ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । ପ୍ରଫୁଲ୍ଲ ଏବଂ ତାଙ୍କ ପୁଅକୁ ହାଜର ହେବାକୁ ଇଡି ନୋଟିସ କରିଥିଲା । ଭଦ୍ରକ ଭଣ୍ଡାରିପୋଖରୀ ବିଧାୟକଙ୍କ ଘରେ କିଛି ଦିନ ତଳେ…

ଚାଲିଥିଲା ବଜ୍ରକାପ୍ତା ଡିଲ୍ ମାଡି ବସିଲା ବନବିଭାଗ, ୬ ଗିରଫ

ନୂଆପଡା: ନୂଆପଡା ଜିଲ୍ଲା ସିନାପାଲି ରେଞ୍ଜ ଚଉରା ଜଙ୍ଗଲରେ ଚାଲିଥିଲା ବଜ୍ରକାପ୍ତା ଡିଲ୍ ଖବରପାଇ ମାଡିବସିଲା ବନ ବିଭାଗ । ଘଟଣାସ୍ଥଳରୁ ୧୧ କେଜିର ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିବାସହ ୬ ଜଣଙ୍କୁ ଗିରଫ କରିଛି ବନବିଭାଗ । ଏହାସହ ତିନୋଟି ବାଇକ ମଧ୍ୟ ଜବତ କରିଛି । ବେଆଇନ ଭାବେ…

ଦେଖାଦେବନି ବିଜୁଳି ସଙ୍କଟ: ଟିପିଏସ୍ଓଡିଏଲର ପ୍ରସ୍ତୁତି

ବ୍ରହ୍ମପୁର: ମାଡ଼ି ଆସୁଛି ଖରା । ଏଥିରୁ ତ୍ରାହି ପାଇବାକୁ ଟିପିଏସ୍ଓଡିଏଲ ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି । ଯେପରି ଉପଭୋକ୍ତା ବିଦ୍ୟୁତ ସଂକଟ ଦେଇ ଗତିକରିବେନି ଏବଂ ନିରବଚ୍ଛିନ୍ନ ତଥା ଭରସାଯୋଗ୍ୟ ବିଜୁଳି ସେବା ଯୋଗାଇଦେବା ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ଟିପିଏସ୍ଓଡିଏଲ୍, ଟାଟା…

ଜାହାଜରୁ କୋଟି କୋଟି ଟଙ୍କାର ଡ୍ରଗ୍ସ ଜବତ; ୫ ବିଦେଶୀ ନାଗରିକ ଗିରଫ

ନୂଆଦିଲ୍ଲୀ: ଗୁଜୁରାଟର କଚ୍ଛରୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ବିପୁଳ ପରିମାଣର ଡ୍ରଗ୍ସ  ଜବତ କରିଛି । ଭାରତୀୟ ନୌସେନା ଓ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ମିଳିତ ଭାବେ ଏହି ଅପରେସନ୍ କରିଥିଲେ । ବିଭିନ୍ନ ପ୍ରକାରର ୩୩୦୦ କିଲୋଗ୍ରାମ ଡ୍ରଗ୍ସ ଜବତ କରାଯାଇଛି । ଏହି…

ପୁରୀରେ ଶ୍ରୀଜଗନ୍ନାଥ କ୍ରିକେଟ ଷ୍ଟାଡିୟମ ସହ କ୍ରୀଡ଼ା ଛାତ୍ରାବାସକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ପୁରୀରେ ଶ୍ରୀଜଗନ୍ନାଥ କ୍ରିକେଟ ଷ୍ଟାଡିୟମ ସହ କ୍ରୀଡ଼ା ଛାତ୍ରାବାସକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ଶ୍ରୀଜଗନ୍ନାଥ କ୍ରିକେଟ ଷ୍ଟାଡିୟମ ପରିସରରେ ଏକ ସ୍ବତନ୍ତ୍ର ସଭା ଅନୁଷ୍ଠିତ ହୋଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ ଏହି…