‘ମୋ ବସ୍’ର ନୂତନ ମୋବାଇଲ୍ ଆପ୍ ଉନ୍ମୋଚନ
ଭୁବନେଶ୍ୱର: କ୍ୟାପିଟାଲ୍ ରିଜିୟନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ସହରୀ ଜନ ପରିବହନ ପ୍ରକଳ୍ପ। ମୋ ବସ୍ ସେବାରେ ଉନ୍ନତ ପ୍ରଯୁକ୍ତି ବିଦ୍ୟା ଓ ଯାତ୍ରୀମାନଙ୍କ ପାଇଁ ସହଜ, ସରଳ ଯାତ୍ରା ପାଇଁ ଏକ ନୂତନ ମୋ ବସ୍ ମୋବାଇଲ୍ ଆପ୍ଲିକେସନ୍ ଉନ୍ମୋଚନ ହୋଇଛି । ଯେଉଁଥିରେ…