ଆଜିଠୁ ନାଟମଣ୍ଡପ ମରାମତି କାମ ଆରମ୍ଭ, ରାତି ୨ଟାରୁ ଫିଟିବ ଶ୍ରୀମନ୍ଦିର ଦ୍ୱାର
ପୁରୀ: ଆଜିଠୁ ଆରମ୍ଭ ହେବ ଶ୍ରୀମନ୍ଦିରରେ ନାଟମଣ୍ଡପ ମରାମତି କାମ । ଏଏସଆଇ ପକ୍ଷରୁ ଏହାର ମରାମତି କାର୍ଯ୍ୟ କରାଯିବ । ଦିନ ଗୋଟାଏରୁ ନାଟମଣ୍ଡପ ମରାମତି କାମ ଆରମ୍ଭ ହୋଇ ସନ୍ଧ୍ୟା ୭ ଟାରେ ସରିବ ।
ନାଟମଣ୍ଡପ ବିମ୍ ରେ ଫାଟ ସୃଷ୍ଟି ହେବା ପରେ ଏହାର ମରାମତି ନେଇ ଏଏସଆଇ ପକ୍ଷରୁ ସମସ୍ତ…