ଶଙ୍ଖ ଛାଡି ପଦ୍ମ ଧରିଲେ ପ୍ରଦୀପ ପାଣିଗ୍ରାହୀ
ଭୁବନେଶ୍ଵର: ଶଙ୍ଖ ଛାଡି ପଦ୍ମ ଧରିଲେ ଗାପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ବିଜେପିରେ ସାମିଲ ହେଲେ ପ୍ରଦୀପ ପାଣିଗ୍ରାହୀ । ବିଜେପି ଦଳୀୟ କାର୍ଯ୍ୟାଳୟକୁ ଆସି ସାମିଲ ହେଲେ ପ୍ରଦୀପ । ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦଳରେ ମିଶିଲେ ପ୍ରଦୀପ।
ଗତ କିଛି ଦିନ ତଳେ ପ୍ରଦୀପ…