ସରକାର ଦେଲେ ପ୍ରତିଶୃତି, ପ୍ରାଣୀ ଚିକିତ୍ସକଙ୍କ ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ଵର: ସରକାରଙ୍କ ପ୍ରତିଶ୍ରୁତି ପରେ ସ୍ଥଗିତ ରହିଲା ପ୍ରାଣୀ ଚିକିତ୍ସକଙ୍କ ଆନ୍ଦୋଳନ । ଦୀର୍ଘ ୩୧ ଦିନ ପରେ ଆନ୍ଦୋଳନକୁ ସ୍ଥଗିତ ରଖିଲେ ପ୍ରାଣୀ ଚିକିତ୍ସକ । ଏନେଇ ସୂଚନା ଦେଇଛି ରାଜ୍ୟ ପ୍ରାଣୀ ଚିକିତ୍ସକ ସଂଘ ।
ସଂଘ କହିଛି ଯେ, ଓଡ଼ିଶାର ପ୍ରାଣୀ ଚିକିତ୍ସକ ସଂଘର ଦାବି ସମ୍ପର୍କରେ…