ଦ୍ୱନ୍ଦ୍ୱର ଘଟିଲା ଅନ୍ତ, ଏପ୍ରିଲ ୧୪ରେ ପାଳନ ହେବ ପଣା ସଂକ୍ରାନ୍ତି
ପୁରୀ: ପଣା ସଂକ୍ରାନ୍ତି ତଥା ଓଡିଆ ନବବର୍ଷ ପାଳନ ନେଇ ଦୂର ହେଲା ଦ୍ୱନ୍ଦ । ପାଞ୍ଜି ସମସ୍ୟା ନେଇ ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବସିଥିବା ସମୀକ୍ଷା ବୈଠକ ଶେଷ ହୋଇଛି । ବୈଠକରେ ଆସନ୍ତା ୧୪ ତାରିଖରେ ଶ୍ରୀମନ୍ଦିରରେ ପଣା ସଂକ୍ରାନ୍ତି ପାଳିତ ହେବା ନେଇ ନିଷ୍ପତ୍ତି ହୋଇଛି ।…