Latest Odisha News

BREAKING NEWS

ଶରୀରରେ ଦେଖାଯାଉଥିବା ଏହି ଲକ୍ଷଣଗୁଡ଼ିକ ଭିଟାମିନ୍ ଡି ଅଭାବର କାରଣ, ଜାଣନ୍ତୁ କେଉଁ ଲୋକମାନେ ହୁଅନ୍ତି ବେଶି…

ନୂଆଦିଲ୍ଲୀ: ଆମ ଶରୀର ପାଇଁ ଭିଟାମିନ୍ ଡି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଭିଟାମିନ୍ ଡି ଶରୀର ପାଇଁ କ୍ୟାଲସିୟମ୍ ବୃଦ୍ଧି କରିବାରେ ସାହାଯ୍ୟ କରିଥାଏ ଏବଂ ହାଡକୁ ଶକ୍ତିଶାଳୀ କରିଥାଏ । ଶରୀରରେ ଭିଟାମିନ୍ ଡି ର ଅଭାବ ହେତୁ ହାଡ ଦୁର୍ବଳ ହୋଇଯାଏ ଏବଂ ବ୍ୟକ୍ତି ର ଶରୀରରେ ହାଡ ସମ୍ବନ୍ଧୀୟ…

ମଧୁବାବୁ ପେନସନ ଯୋଜନାରେ ଯୋଡି ହେବେ ଆଉ ୪ ଲକ୍ଷ ହିତାଧିକାରୀ

ଭୁବନେଶ୍ୱର: ବିଭିନ୍ନ ବର୍ଗର ଲୋକଙ୍କୁ ମାସିକ ପେନସନ ପ୍ରଦାନ କରୁଥିବା ସାମାଜିକ ସୁରକ୍ଷା ଯୋଜନା ମଧୁବାବୁ ପେନସନ ଯୋଜନା (ଏମବିପିୱାଇ)ରେ ଆଉ ୪ ଲକ୍ଷ ହିତାଧିକାରୀଙ୍କୁ ସାମିଲ କରିବାକୁ ଓଡ଼ିଶା ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରସ୍ତାବକୁ ଅନୁମୋଦନ…

ଫେବ୍ରୁଆରି ୧୦ରୁ ୭ଟି ଜିଲ୍ଲାରେ ଫାଇଲେରିଆ ବିରୋଧୀ ଅଭିଯାନ ଆରମ୍ଭ ହେବ

ଭୁବନେଶ୍ୱର: ଫେବ୍ରୁଆରି ୧୦ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୭ଟି ଜିଲ୍ଲାରେ ଲିମ୍ଫାଟିକ୍ ଫାଇଲେରିଆସିସ୍ (ଏଲ୍ ଏଫ୍) ବା ଫାଇଲେରିଆ ନିରାକରଣ ପାଇଁ ଓଡ଼ିଶା ସରକାର ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ ଆୟୋଜନ କରିବେ। ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା, କଟକ, କନ୍ଧମାଳ, ଖୋର୍ଦ୍ଧା ଓ ନୟାଗଡ଼…

ମେସିନ୍ ଯୋଗେ ବାଲି ଉଠାଣ ଉପରେ ରୋକ୍ ଲଗାଇଲେ ହାଇକୋର୍ଟ, ପରିବହନ ଉପରେ କଟକଣା

କଟକ: ମେସିନ ବ୍ୟବହାର କରି ନଦୀ କୂଳରେ ବାଲି ଉତ୍ତୋଳନ ଉପରେ କଟକଣା ଲଗାଇବା ସହ ବାଲି ପରିବହନ ଉପରେ ଅନେକ କଟକଣା ଜାରି କରିଛନ୍ତି ଓଡ଼ିଶା ହାଇକୋର୍ଟ। ମେସିନ୍ ଦ୍ୱାରା ବାଲି ଉତ୍ତୋଳନ କରାଯାଇପାରିବ ନାହିଁ ଏବଂ ବୁଧବାରଠାରୁ ଏହି ନିର୍ଦ୍ଦେଶକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀ କରାଯାଉ ବୋଲି…

ଏନସିପି ଚିହ୍ନ ଜିତିଲେ ଅଜିତ ପାୱାର, ରାଜ୍ୟସଭା ନିର୍ବାଚନ ପୂର୍ବରୁ ଦଳୀୟ ନାଁ ହରାଇଲେ ଶରଦ ପାୱାର

ନୂଆଦିଲ୍ଲୀ: ଏନସିପି ପ୍ରତିଷ୍ଠାତା ଶରଦ ପାୱାରଙ୍କୁ ଏକ ବଡ଼ ଝଟକା ଦେଇ ନିର୍ବାଚନ ଆୟୋଗ ମଙ୍ଗଳବାର ରାୟ ଦେଇଛନ୍ତି ଯେ ତାଙ୍କ ବିଦ୍ରୋହୀ ପୁତୁରା ଅଜିତ ପାୱାର ଏନସିପିର 'ଘଡ଼ି' ଚିହ୍ନ ବଜାୟ ରଖିବେ। ୨୦୨୩ରେ ଅଜିତ ପାୱାର ମହାରାଷ୍ଟ୍ରରେ ବିଜେପି-ଶିବସେନା (ଏକନାଥ ସିନ୍ଧେ ଗୋଷ୍ଠୀ) ମେଣ୍ଟ…

‘ରୋଜ ଡେ’: ଆରମ୍ଭ ହେଲା ପ୍ରେମ ସପ୍ତାହ, ଗୋଲାପ କହିବ ମନର କଥା

ଭୁବନେଶ୍ବର: ପ୍ରେମ ମାନେନାହିଁ ବୟସ, ଜାତି ଓ ସୀମା ସରହଦ । ସେ ସବୁବେଳେ ଶାଶ୍ବତ ଓ ଚିରନ୍ତନ । ପ୍ରେମ ସଫଳ ବା ବିଫଳ ହୋଇପାରେ, ମାତ୍ର ଏହାର ଅନୁଭବ ନିଶ୍ଚିତ ଭାବେ ଅନନ୍ୟ । ପ୍ରାପ୍ତି ଓ ଅପ୍ରାପ୍ତିର ଦୋଛକିରେ ସବୁବେଳେ ମନ ଖୋଜୁଥାଏ ସାଥୀଟିଏ । କୁହାଯାଏ ପ୍ରକୃତିର ଛଅ ଋତୁ । କିନ୍ତୁ…

ବିଚ ରାସ୍ତାରେ ପିଟିଲା ପୋଲିସ, ଖାକିର ଏ କି ଦାଦାଗିରି?

ପିପିଲି: ପୁରୀ ଜିଲ୍ଲା ପିପିଲିରେ ସୋମବାର ରାତିରେ ଜଣେ ଯୁବକଙ୍କୁ ରାସ୍ତାରେ ଜଣେ ପୁଲିସ ଅଧିକାରୀ ନିର୍ମମ ଭାବେ ମାଡ଼ ମାରୁଥିବାର ଭିଡିଓ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି। ପିପିଲି ବ୍ଲକ ହସନପୁର ଗ୍ରାମର ନୃସିଂହ ପ୍ରଧାନ ନାମକ ଜଣେ ଯୁବକଙ୍କ ଗାଡ଼ିରେ ପେଟ୍ରୋଲ ଭର୍ତ୍ତିକୁ…

ଭାଷା ଭାଗବତ : ଶବ୍ଦର ସ୍ବରୂପ

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ ଇଛା ଶବ୍ଦ ତ ଆଦୌ ନାହିଁ ତାହେଲେ ଲେଖଂତି କିପାଇଁ ? ଭାଷାରେ ଯେତେ ଶବ୍ଦ ଅଛି ତହିଁରୁ କହୁଁ, ଲେଖୁଁ ବାଛି ପିଛା, ପୋଛା ଓ ବଛା, ବାଂଛା ସଦିଚ୍ଛା, ଶୁଭେଚ୍ଛା ଓ ସ୍ବେଚ୍ଛା ଏପରି ହେବାର ବିଧାନ ଭାଷାରେ ଅଟେ ବିଦ୍ୟମାନ ଶବ୍ଦ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ବିମଳାଙ୍କ ଉପାସନା

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶକ୍ତି ସ୍ୱରୂପିଣୀ ମା ବିମଳାଙ୍କର ସ୍ୱତନ୍ତ୍ର ପୂଜା ଶ୍ରୀମନ୍ଦିର ମଧ୍ୟରେ ଚାଲିଛି । ମହାଷ୍ଟମୀ ତିଥିକୁ ବିଚାର କଲେ ଏହା ଶକ୍ତି ଉପାସନାର ଏକ ମୁଖ୍ୟ ଦିନ ଭାବରେ ବିଚାର…