Latest Odisha News

BREAKING NEWS

ହର୍ଷ ଉଲ୍ଲାସର ସହ ଉଦଯାପିତ ହେଲା ଖଡ଼ିଆଳ ମହୋତ୍ସବ

ଖଡ଼ିଆଳ:ଉଦଯାପିତ ହୋଇଯାଇଛି ଖଡ଼ିଆଳ ମହୋତ୍ସବ। ଗଡ଼ଜାତ ଅମଳର ସର୍ବପୁରତାନ ଐତିହାସିକ କଳା ସାହିତ୍ୟ ସଂସ୍କୃତି ସମ୍ପନ୍ନ ଖଡ଼ିଆଳ ସହରର ୧୮ତମ ଲୋକ ମହୋତ୍ସବର ଉଦଯାପନି ସନ୍ଧ୍ୟାରେ ବେଶ୍ ଧୁମ୍ ଧାମରେ ପାଳିତ ହୋଇଛି। ମହୋତ୍ସବ ପଡିଆରେ ଲକ୍ଷାଧିକ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ବଲିଉଡ…

ଏଣିକି ପ୍ରଶ୍ନପତ୍ର ଲିକ୍ ହେଲେ ମିଳିବ କଠୋର ଶାସ୍ତି, ନୂଆ ନିୟମ ଆଣିଲେ କେନ୍ଦ୍ର ସରକାର 

ନୂଆଦିଲ୍ଲୀ:ଏଣିକି ସାବାଡ ହେବେ ଠକ। ମିଳିବ କଠୋର ଶାସ୍ତି। ଭିନ୍ନ ପ୍ରବେଶିକା ପରୀକ୍ଷାର ପ୍ରଶ୍ନ ପତ୍ର ଲିକ ଓ ଅନିୟମିତତାକୁ ରୋକିବାକୁ ଅଣ୍ଟା ଭିଡ଼ିଛନ୍ତି କେନ୍ଦ୍ର ସରକାର। ଦୋଷୀଙ୍କୁ ୧୦ ବର୍ଷ ଯାଏ ଜେଲ ସହ ୧ କୋଟି ଟଙ୍କାର ଫାଇନ ଲାଗୁ କରାଯିବ। ସୋମବାର ଏନେଇ ଲୋକସଭାରେ ସର୍ବସାଧାରଣ…

ରଣଜୀ ଟ୍ରଫି: ବିଜୟ ସୁଯୋଗ ହାତଛଡା କଲା ଓଡିଶା

କଟକ: ରଣଜୀ ଟ୍ରଫି କ୍ରିକେଟରେ ଓଡିଶା ଏକ ନିଶ୍ଚିତ ବିଜୟ ସୁଯୋଗ ହାତଛଡା କରିଛି । ପଣ୍ଡିଚେରୀ ବିପକ୍ଷ ମୁକାବିଲାରେ ଅଧିନାୟକ ଅରୁଣ କାର୍ତିକଙ୍କ ଦୃଢ଼ ବ୍ୟାଟିଂ ଯୋଗୁ ମ୍ୟାଚ ଡ୍ରରେ ସମାପ୍ତ ହୋଇଛି । ପ୍ରଥମ ଇନିଂସ ଅଗ୍ରଣୀ ଭିତିରେ ଓଡିଶାକୁ ୩ ପଂଏଟ ମିଳିଛି । ଓଡିଶା ୨୪୦ ରନର ଟାର୍ଗେଟ…

ଋଷକୁ ବଡ଼ ଝଟକା, ଅଶୋଧିତ ତୈଳ ଆମଦାନୀ କମାଇଲା ଭାରତ

ନୂଆଦିଲ୍ଲୀ: ଋଷରୁ ସର୍ବାଧିକ ଅଶୋଧିତ ତୈଳ କିଣୁଥିବା ନେଇ ଏକ ରିପୋର୍ଟ ଗତମାସରେ ପ୍ରକାଶ ପାଇଥିଲା। 2023 ମସିହାରେ ଭାରତ ରୁଷରୁ ପ୍ରତିଦିନ ୧୬.୬ ଲକ୍ଷ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବ। ଏକ ବର୍ଷ ପୂର୍ବେ ୨୦୨୨ରେ, ଏହି ସଂଖ୍ୟା ଦିନକୁ ମାତ୍ର ୬.୫୧ ଲକ୍ଷ ବ୍ୟାରେଲ ରହିଥିଲା। ଏହାର ଅର୍ଥ…

ପାନ-ଆଧାର ଲିଙ୍କ ବିଳମ୍ବିତ ଦେୟ ବାବଦରେ ସରକାର ନେଇଛନ୍ତି ୬୦୦ କୋଟି !

ନୂଆଦିଲ୍ଲୀ: ପାନ୍-ଆଧାର ଲିଙ୍କର ବିଳମ୍ବିତ ଦେୟ ବାବଦରେ ସରକାରଙ୍କ ରାଜକୋଷକୁ ୬୦୦ କୋଟି ଟଙ୍କା ଆସିଥିବା ଜଣାପଡ଼ିଛି। ସରକାର ସୋମବାର ସଂସଦକୁ ସୂଚନା ଦେଇ କହିଛନ୍ତି ଯେ ପ୍ରାୟ ୧୧.୪୮ କୋଟି ସ୍ଥାୟୀ ଆକାଉଣ୍ଟ ନମ୍ବର ବାୟୋମେଟ୍ରିକ ପରିଚୟ ସହିତ ଯୋଡ଼ି ହୋଇନଥିଲା। ଅର୍ଥ ରାଜ୍ୟ ମନ୍ତ୍ରୀ…

ପାକିସ୍ତାନର ନିର୍ବାଚନ ମୈଦାନରେ ମୁମ୍ୱାଇ ଆକ୍ରମଣ ମାଷ୍ଟରମାଇଣ୍ଡର ନୂଆ ଦଳ

ଇସଲାମାବାଦ: ଆସନ୍ତା ଫେବ୍ରୁଆରୀ ୮ରେ ପାକିସ୍ତାନରେ ସାଧାରଣ ନିର୍ବାଚନ ହେବ । ତେବେ ମୁମ୍ବାଇ ଆତଙ୍କୀ ଆକ୍ରମଣର ମାଷ୍ଟର ମାଇଣ୍ଡ୍ ହାଫିଜ୍ ସୟଦର ଦଳ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛି। ମରକଜି ମୁସଲିମ୍ ଲିଗ୍ ନାମକ ନୂଆ ଦଳ ଏଥର ନିର୍ବାଚନରେ ଭାଗନେବ। ତେବେ ଭାରତ ସହ ବିଶ୍ୱର ବିଭିନ୍ନ…

୬୬ତମ ଗ୍ରେମୀ ଆୱାର୍ଡ: ଫ୍ୟୁଜନ ବ୍ୟାଣ୍ଡ୍ ‘ଶକ୍ତି’କୁ ମିଳିଲା ପୁରସ୍କାର

ନୂଆଦିଲ୍ଲୀ: ବିଶ୍ୱର ସର୍ବଶ୍ରେଷ୍ଠ ଗ୍ଲୋବାଲ୍ ମ୍ୟୁଜିକ୍ ପ୍ରଦର୍ଶନୀ 'ଗ୍ରେମୀ'ରେ ଭାରତକୁ ମିଳିଛି ଆୱାର୍ଡ । ୬୬ତମ ଗ୍ରେମୀ ଆୱାର୍ଡରେ ଶଙ୍କର ମହାଦେବନ୍ ଏବଂ ଜାକିର ହୁସେନଙ୍କ ଫ୍ୟୁଜନ ବ୍ୟାଣ୍ଡ୍ 'ଶକ୍ତି'କୁ ମିଳିଛି ପୁରସ୍କାର। ବେଷ୍ଟ ଗ୍ଲୋବାଲ୍ ମ୍ୟୁଜିକ୍ ଆଲବମ୍ ଆୱାର୍ଡାରେ ପୁରସ୍କୃତ…

କାହା ପକ୍ଷରେ ରାଜ୍ୟପାଳ? ରଘୁବରଙ୍କ ମୁଁହରେ ସରକାରଙ୍କ ଗୁଣଗାନ, ବିରୋଧି ଅସନ୍ତୋଷ

ଭୁବନେଶ୍ୱର: ସୋମବାର ଆରମ୍ଭ ହୋଇଛି ବିଧାନସଭାର ବଜେଟ ଅଧିବେଶନ। ଷୋଡ଼ଶ ବିଧାନସଭାର ପ୍ରଥମ ଦିନରୁ ହାଇ ଡ୍ରାମା ମଧ୍ୟରେ ଆରମ୍ଭ ହୋଇଥିଲା ଅଧିବେଶନ। ଗୋଟେ ପଟେ ସରକାରଙ୍କ ଦୋଷ ଦୁର୍ବଳତାକୁ ଲୁଚାଇ ସରକାରଙ୍କର କେଉଁ କେଉଁ କ୍ଷେତ୍ରରେ କଣ କଣ ଉପଲବ୍ଧି ରହିଛି ତାକୁ ବାଖାଣିଥିଲେ ରାଜ୍ୟପାଳ…

କୋବି ମଂଚୁରିଆନ ଗୋଆରେ ଏବେ ମନା

ପାଣାଜି: ଗୋଆରେ କୋବି ମଂଚୁରିଆନ ବିକ୍ରି ଉପରେ କଟକଣା ଲଗାଯାଇଛି । ସେଠାକାର ପାର୍ଷଦ ତାରକ ଆରୋଲକର ଅଭିଯୋଗ କରିଥିଲେ ଯେ, ଏହି ମଂଚୁରିଆନରେ ସିନ୍ଥେଟିକ ରଙ୍ଗର ବ୍ୟବହାର କରାଯାଉଛି ଯାହା କି ସ୍ୱାସ୍ଥ୍ୟ ପକ୍ଷେ ଖରାପ । ଏହା ବ୍ୟତୀତ ବିକ୍ରେତାମାନେ ମଧ୍ୟ ପରିସ୍କାର ପରିଚ୍ଛନ୍ନ ପ୍ରତି…

ଇଂଲଣ୍ଡ ବିପକ୍ଷରେ ରେକର୍ଡ କଲେ ଅଶ୍ୱୀନ, ଡବ୍ଲ୍ୟୁଟିସିରେ ଭାରତ ଦ୍ୱିତୀୟ ସ୍ଥାନକୁ ଉନ୍ନୀତ

ବିଶାଖପଟନମ: ଏଠାରେ ଅନୁଷ୍ଠିତ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଭାରତ ୧୦୬ ରନରେ ଇଂଲଣ୍ଡକୁ ପରାସ୍ତ କରି ୫ ମ୍ୟାଚ ବିଶିଷ୍ଟ ସିରିଜକୁ ୧-୧ ସମାନ ସ୍ଥିତିକୁ ଆଣିଛି । ଭାରତ ଏଥିସହ ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ ପଂଏଟ ଟେବୁଲରେ ଦ୍ୱିତୀୟ ସ୍ଥାନରେ ରହିଛି । ଟିମ ଇଣ୍ଡିଆ ଏହା ପୂର୍ବରୁ ୫ମ…