ବଜେଟ୍ ଅଧିବେଶନ ପାଇଁ ସହଯୋଗ ଲୋଡ଼ିଲେ ବାଚସ୍ପତି
ଭୁବନେଶ୍ୱର: ସୋମବାରଠାରୁ ଆରମ୍ଭ ହେବାକୁ ଥିବା ବିଧାନସଭାର ବଜେଟ୍ ଅଧିବେଶନ ସୁରୁଖୁରୁରେ ଚାଲିବ ବୋଲି ଆଶା କରାଯାଉଥିବା ବେଳେ ବାଚସ୍ପତି ପ୍ରମିଳା ମଲ୍ଲିକ ସମସ୍ତ ରାଜନୈତିକ ଦଳର ସହଯୋଗ ଲୋଡ଼ିଛନ୍ତି।
ରବିବାର ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା।…