ଆସନ୍ତା ଦୁଇ ଦିନ ଧରି ଓଡ଼ିଶାର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି
ଭୁବନେଶ୍ୱର: ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ପାଣିପାଗ ବୁଲେଟିନରେ କୁହାଯାଇଛି ଯେ ରାଜ୍ୟରେ ପାଗ ଶୁଖିଲା ରହିବାର ସମ୍ଭାବନା ଥିବା ବେଳେ କେତେକ ସ୍ଥାନରେ ଘନରୁ ମଧ୍ୟମ ଧରଣର କୁହୁଡ଼ି…