ଇନ୍ଦ୍ରାବତୀ ଉଠା ଜଳସେଚନ କେନାଲରୁ କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ ଉଦ୍ଧାର
ଧର୍ମଗଡ଼: କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଇନ୍ଦ୍ରାବତୀ ଉଠା ଜଳସେଚନ କେନାଲରୁ କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ କନିଷ୍ଠ ଯନ୍ତ୍ରୀ ହେଲେ ଭବାନୀଶଙ୍କର ମହନ୍ତ।
ଗତକାଲି ଭବାନୀଶଙ୍କର ଅଫିସ ଯାଇ ଘରକୁ ଫେରିନଥିଲେ। ଆଜି ସକାଳ ୧୦ଟା ସମୟରେ କେନାଲରେ ତାଙ୍କର ମୃତ ଦେହ…